www.samajalive.in
Saturday, December 6, 2025
26.1 C
Bhubaneswar

ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକଙ୍କ ଘରୁ ଲୁଟ୍‍

ସମାଜ ଡିଜିଟାଲ ଡେସ୍କ: ମାରଣାସ୍ତ୍ର ଦେଖାଇ ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକଙ୍କ ଘରୁ ଲୁଟ୍‍ । ବାଲେଶ୍ୱର ଜିଲ୍ଲା ସୋର ପାଖର ପଞ୍ଚାୟତ ମଲ୍ଲିପୁର ଗାଁରେ ବିଳମ୍ବିତ ରାତିରେ ଘଟିଛି ଏଭଳି ଘଟଣା । ଘରେ ପଶି ବନ୍ଧୁକ ଓ ଭୁଜାଲି ଦେଖାଇ ୫ଲକ୍ଷର ସୁନା ଗହଣା ଲୁଟ୍‍ ହୋଇଥିବା ଅଭିଯୋଗ ହୋଇଛି । ପତ୍ନୀ ଓ ବୋହୂଙ୍କୁ ମାଡ ମାରି ୬ଜଣ ଦୁର୍ବୃତ୍ତ ଲୁଟି ନେଇଥିବା ଜଣାପଡିଛି । ପୁଲିସ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛି ।

Hot this week

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

ଟ୍ରମ୍ପଙ୍କୁ ମିଳିଲା ଫିଫାର ପ୍ରଥମ ଶାନ୍ତି ପୁରସ୍କାର

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ନୂତନ...

ଦୁଇ କୁଖ୍ୟାତ ଅପରାଧି କାବୁ, କାର୍ବାଇନ୍ ଜବତ

ଭୁବନେଶ୍ୱର : ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ଚାଷୀଙ୍କ ଦାବି ନେଇ କଳାହାଣ୍ଡିରୁ ଭୁବନେଶ୍ୱର ସାଇକେଲ ଯାତ୍ରା

ବୋଲଗଡ: ଚାଷୀଙ୍କ ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଅଣ୍ଟା ଭିଡ଼ିଛି କଳାହାଣ୍ଡି...

ନିଖୋଜ ମହିଳାଙ୍କ ମୁଣ୍ଡବିହୀନ ଶବ ମିଳିବା ଘଟଣାରେ ବଢିଲା ଉତ୍ତେଜନା

କୋରୁକୋଣ୍ଡା : ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ରାଖେଲଗୁଡା ଗାଁରେ ନିଖୋଜ...

Related Articles

Popular Categories