www.samajalive.in
Saturday, December 13, 2025
26.1 C
Bhubaneswar

ଟ୍ରକକୁ ପଛରୁ ପିଟିଲା ଟ୍ରକ, ଡ୍ରାଇଭର ମୃତ 

କାମାକ୍ଷାନଗର:  କାମାକ୍ଷାନଗର ଥାନା ୫୩ ନଂ ଜାତୀୟ ରାଜପଥ ଟାଙ୍ଗରପଡାଠାରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଆଜି ଭୋର ସମୟରେ ଏକ ଟ୍ରକ ରାସ୍ତା କଡରେ ଛିଡା ହୋଇଥିବାବେଳେ ଅନ୍ୟ ଏକ ଟ୍ରକ ପଛରୁ ଧକ୍କା ଦେଇଥିଲା। ଫଳରେ ଘଟଣା ସ୍ଥଳରେ ଟ୍ରକ ଡ୍ରାଇଭରଙ୍କର ମୃତ୍ୟୁ ହୋଇଛି। ବର୍ତ୍ତମାନ୍ ପର୍ଯ୍ୟନ୍ତ ମୃତ ଡ୍ରାଇଭରଙ୍କ ପରିଚୟ ମିଳିପାରିନାହିଁ ।  ଖବର ପାଇ ଅଗ୍ନିଶମ ବିଭାଗ କର୍ମଭାରୀ ଘଟଣାସ୍ଥଳରେ ପହଞ୍ଚି ଡ୍ରାଇଭରର ମୃତଦେହ ଉଦ୍ଧାର କରିଥିଲେ। ପୁଲିସ ଘଟଣାରେ ଅଧିକ ତଦନ୍ତ ଜାରି ରଖିଛି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories