www.samajalive.in
Saturday, December 6, 2025
17.1 C
Bhubaneswar

ରାଷ୍ଟ୍ରପତିଙ୍କୁ ଭେଟିଲେ ୩ସେନା ମୁଖ୍ୟ

ସମାଜ ଡିଜିଟାଲ ଡେସ୍କ: ଅପରେସନ ସିନ୍ଦୂର ପରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଛନ୍ତି ୩ସେନାର ମୁଖ୍ୟ । ବୁଧବାର ପ୍ରତିରକ୍ଷା ମୁଖ୍ୟ ଜେନେରାଲ ଅନିଲ ଚୌହାନ, ସେନା ମୁଖ୍ୟ ଜେନେରାଲ ଉପେନ୍ଦ୍ର ଦ୍ୱିବେଦୀ, ବାୟୁସେନା ମୁଖ୍ୟ ଏ.ପି ସିଂହ ଏବଂ ନୌସେନା ମୁଖ୍ୟ ଆଡମିରାଲ ଦିନେଶ କେ.ତ୍ରିପାଠୀ ରାଷ୍ଟ୍ରପତିଙ୍କୁ ଭେଟି ଅପରେସନ ସିନ୍ଦୂର ସମ୍ପର୍କରେ ଅବଗତ କରାଇଛନ୍ତି । ରାଷ୍ଟ୍ରପତି ସଶସ୍ତ୍ର ବାହିନୀର ସାହସ ଓ ସମର୍ପଣକୁ ପ୍ରଶଂସା କରିଛନ୍ତି । ଯାହା ଆତଙ୍କବାଦ ପ୍ରତି ଭାରତର କାର୍ଯ୍ୟାନୁଷ୍ଠାକୁ ଏକ ଚମତ୍କାର ସଫଳତା ବୋଲି କୁହାଯାଇଛି ।

Hot this week

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

Related Articles

Popular Categories