www.samajalive.in
Friday, December 5, 2025
27.1 C
Bhubaneswar

ଧର୍ମଶାଳାର ଏବିଡ଼ିଓ ଅସିତ ପାତ୍ରଙ୍କ ଘରେ ଚଢାଉ

ସମାଜ ଡିଜିଟାଲ ଡେସ୍କ: ଭିଜିଲାନ୍ସ ଜାଲରେ ଧରାପଡିଛନ୍ତି ଯାଜପୁର ଧର୍ମଶାଳାର ଏବିଡ଼ିଓ ଅସିତ ପାତ୍ର । ଅସିତଙ୍କ କାର୍ଯ୍ୟାଳୟ ସମେତ ୭ଟି ସ୍ଥାନରେ ଚଢାଉ ଚାଲିଥିବା ସୂଚନା ମିଳିଛି । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଟିମ୍‍ ଚଢାଉ କରିଛି । ଏକାସାଙ୍ଗରେ ଯାଜପୁର, କଟକ ଭୁବନେଶ୍ୱର, ଭଦ୍ରକରେ ଚଢାଉ ହୋଇଛି । ଚଢାଉରେ ୮ଜଣ ଡିଏସପି ଓ ୯ଜଣ ଇନ୍ସପେକ୍ଟର ସାମିଲ ଅଛନ୍ତି ।

Hot this week

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ସମାଜ ଡିଜିଟାଲ ଡେସ୍କ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ...

ବିଶ୍ୱବିଦ୍ୟାଳୟରେ ଖାଲି ପଡିଛି ଏତିକି ପଦବୀ

ଭୁବନେଶ୍ୱର: ରାଜ୍ୟରେ ବିଶ୍ୱବିଦ୍ୟାଳୟ ଗୁଡିକରେ ଖାଲି ପଡିଛି ପ୍ରଧ୍ୟାପକ ପଦବୀ ।...

ମୋଦୀ କହିଲେ ଭାରତ ନିରପେକ୍ଷ ନୁହେଁ, ବିଶ୍ୱ ଶାନ୍ତି ସପକ୍ଷରେ; ପୁଟିନ କଣ କହିଲେ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା...

କମିଲା ରେପୋ ହାର

ସମାଜ ଲାଇଭ ଡ଼େସ୍କ : ଭାରତୀୟ ରିଜର୍ଭ ବ୍ୟାଙ୍କର ତିନି ଦିନିଆ...

Related Articles

Popular Categories