www.samajalive.in
Monday, December 8, 2025
27.1 C
Bhubaneswar

ସାମାଜିକ ସୁରକ୍ଷା ଆଇନ ବାଟବଣା; ଦିବ୍ୟାଙ୍ଗଙ୍କୁ ମିଳୁନି ବର୍ଦ୍ଧିତ ଭତ୍ତା

ହରଭଙ୍ଗା : ହରଭଙ୍ଗା ବ୍ଲକ ଅନ୍ତର୍ଗତ ହରଭଙ୍ଗା ଗ୍ରାମର ପ୍ରୀତୋଶ୍ରି ଦନାୟକ(୧୪) ଭଳି ଜଣେ ଦିବ୍ୟାଙ୍ଗ ସାମାଜିକ ସୁରକ୍ଷା ଯୋଜନାରେ ବର୍ଦ୍ଧିତ ଭତ୍ତା ପାଇବାରୁ ବଞ୍ଚିତ ହେବା ଭଳି ଅଭାବନୀୟ ଚିତ୍ର ସାମ୍ନାକୁ ଆସିଛି । ସାମାଜିକ ସୁରକ୍ଷା ଯୋଜନାରେ ବର୍ଦ୍ଧିତ ଭତ୍ତା ପାଇବା ପାଇଁ ବାରମ୍ବାର ବିଭାଗୀୟ ଅଧିକାରୀଙ୍କ ଦୃଷ୍ଟି ଆକର୍ଷଣ କରିବା ପରେ ମଧ୍ୟ କୌଣସି ସୁଫଳ ମିଳିପାରି ନାହିଁ ବୋଲି ପ୍ରୀତୋଶ୍ରିଙ୍କ ବାପା ରଞ୍ଜିତ ଦନାୟକ ଅଭିଯୋଗ କରିଛନ୍ତି । ସେ ଶତକଡା ୮୦ ପ୍ରତିଶତ ଦିବ୍ୟାଙ୍ଗ ହୋଇଥିଲେ ସୁଦ୍ଧା ସାମାଜିକ ସୁରକ୍ଷା ଯୋଜନାରେ ବର୍ଦ୍ଧିତ ଭତ୍ତା ପାଇବାରୁ ବାଦ ପଡିବା ଭଳି ଅଭାବନୀୟ ଘଟଣା ଅନେକ ପ୍ରଶ୍ନବାଚୀ ସୃଷ୍ଟି କରିଛି। ବୌଦ୍ଧ ଜିଲ୍ଲାପାଳ ତୁରନ୍ତ ଦିବ୍ୟାଙ୍ଗ ପ୍ରୀତୋଶ୍ରି ଦନାୟକଙ୍କୁ ସାମାଜିକ ସୁରକ୍ଷା ଯୋଜନାରେ ବର୍ଦ୍ଧିତ ଭତ୍ତା ଯୋଗାଇ ଦେବା ପାଇଁ ସମାଜସେବୀ ସର୍ବେଶ୍ୱର କ୍ଷେତ୍ତି ଦାବୀ କରିଛନ୍ତି।

ଆଉ ୩ ଦିନ.. ରାହୁ-କେତୁଙ୍କ ମହାଚଳନ; ଜାଣନ୍ତୁ ସମସ୍ତ ରାଶି ଉପରେ ପଡିବ କି ପ୍ରଭାବ..

ଦେଖନ୍ତୁ ଛାତିଥରା ଭିଡିଓ ; ମାଆ ସହ ଯିବା ବେଳେ ଶିଶୁକୁ ଆକ୍ରମଣ କଲା ଷଣ୍ଢ, ଆଉ ତା’ପରେ..

- Advertisement -

Hot this week

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

ଆମେରିକା ସହିତ ଶାନ୍ତି ଆଲୋଚନା ସହଜ ନୁହେଁ : ଜେଲେନସ୍କି

ସମାଜ ଲାଇଭ ଡେସ୍କ : ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କହିଛନ୍ତି...

୪ ବର୍ଷରେ ନଦୀରେ ବୁଡି ୧୭୫୦ ମୃତ

ଭୁବନେଶ୍ଵର : ୪ ବର୍ଷରେ ନଦୀରେ ବୁଡି ଯାଇଛି ୧୭୫୦ ଜୀବନ।...

ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର

ଭୁବନେଶ୍ଵର:ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର। ୨୦୧୭ ମସିହାରୁ ୨୦୧୯ ମସିହା...

ନାବାଳିକା ଆତ୍ମହୁତି ଘଟଣାରେ ସରକାରଙ୍କୁ ନବୀନଙ୍କ ନିଶାଣ

ସମାଜ ଲାଇଭ ଡେସ୍କ : ରାଜଗାଙ୍ଗପୁର ନାବାଳିକା ଆତ୍ମହୁତି ଘଟଣାରେ ଦୁଖ...

Related Articles

Popular Categories