www.samajalive.in
Sunday, December 7, 2025
26.1 C
Bhubaneswar

ହୋଟେଲ ଛାତରୁ ପଡ଼ି ଯୁବତୀଙ୍କ ମୃତ୍ୟୁ

ଖଣ୍ଡଗିରି : ଖଣ୍ଡଗିରି ଥାନା ଜାଗମରାସ୍ଥିତ ଏକ ଓୟୋ ହୋଟେଲ ଛାତରୁ ପଡ଼ି ବୁଧବାର ରାତି ପ୍ରାୟ ଗୋଟାଏ ବେଳେ ଜଣେ ଯୁବତୀଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ପରିଚୟ ଜଣାପଡ଼ି ନାହିଁ। ଖଣ୍ଡଗିରି ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହ ତଦନ୍ତ ଆରମ୍ଭ କରିଛି। ମିଳିଥିବା ସୂଚନା ଅନୁସାରେ, ରାତି ପ୍ରାୟ ଗୋଟାଏ ବେଳେ ଓୟୋ ହୋଟେଲ ଛାତରେ ଜଣେ ଯୁବକ ଯୁବତୀ କଥାବାର୍ତ୍ତା ହେଉଥିବା ବେଳେ ଏହି ଅଘଟଣ ଘଟିଛି। ତେବେ କେଉଁ ସ୍ଥିତିରେ ଯୁବତୀ ଛାତରୁ ପଡ଼ିଲେ ସେନେଇ ପୁଲିସ ତଦନ୍ତ ଚଳାଇଛି।

ଦେଖନ୍ତୁ ଛାତିଥରା ଭିଡିଓ ; ମାଆ ସହ ଯିବା ବେଳେ ଶିଶୁକୁ ଆକ୍ରମଣ କଲା ଷଣ୍ଢ, ଆଉ ତା’ପରେ..

ବଡ ଖବର ; କମିଲା ସୁନା ଦାମ୍‌, ୭ ହଜାର ହେଲା ଶସ୍ତା!

- Advertisement -

Hot this week

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

Related Articles

Popular Categories