ଜଳୁଛି ସାରା ଓଡିଶା : ଆହୁରି ୪ ଦିନ ନାହିଁ ନିସ୍ତାର, ରାଜ୍ୟରେ ଜାରି ରହିଛି ଖରା ସାଙ୍ଗକୁ ଅସହ୍ୟ ଗୁଳୁଗୁଳି, ପଶ୍ଚିମ ଓଡିଶାରେ ୪୦ ଡିଗ୍ରୀ ଉପରେ ରହିବ ତାପମାତ୍ରା, ଉପକୂଳ ଓଡିଶାରେ କାଳବୈଶାଖୀ ସମ୍ଭାବନା, ସତର୍କ କଲା ପାଣିପାଗ ବିଭାଗ..
ଦୁର୍ନୀତି ନେଇ ଅଧିକାରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ କଡା ତାଗିଦ୍, ଦୁର୍ନୀତି ପ୍ରତି ଶୂନ୍ୟ ସହନଶୀଳତା କହିଲେ ମୁଖ୍ୟମନ୍ତ୍ରୀ,ଭିଜିଲାନ୍ସକୁ ଖୋଲା ଛଡାଯାଇଛି, ସଜାଗ ହୁଅନ୍ତୁ..
ଭୁବନେଶ୍ୱର : ଖଣ୍ଡଗିରି ଥାନା ଜାଗମରାସ୍ଥିତ ଏକ ଓୟୋ ହୋଟେଲ ଛାତରୁ ପଡ଼ି ଯୁବତୀଙ୍କ ମୃତ୍ୟୁ ଘଟଣା, ପୁରୁଷ ବନ୍ଧୁ ଅଟକ..
ଜାମ୍ମୁ-କାଶ୍ମୀରର ଶ୍ରୀନଗରରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ
ଅପରେସନ ସିନ୍ଦୂରରେ ସାମିଲ ଯବାନଙ୍କୁ ଭେଟିଲେ, ସହିଦ ଯବାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ..
ସୋର: ବିଷାକ୍ତ ଖାଦ୍ୟ ଖାଇ ୨୦ ତୀର୍ଥ ଯାତ୍ରୀ ଅସୁସ୍ଥ, ମେଡିକାଲରେ ଭର୍ତ୍ତି, କର୍ଣ୍ଣାଟକ ବେଙ୍ଗଲୁରୁ ସହରରୁ ପ୍ରାୟ ୫୦ ଜଣ ତୀର୍ଥଯାତ୍ରୀ ଏକ ବସ୍ ରେ ଗତ ୨୬ ତାରିଖରେ ବିଭିନ୍ନ ତୀର୍ଥ ସ୍ଥାନ ଭ୍ରମଣ ପାଇଁ ବାହାରିଥିଲେ ଗତକାଲି ସୋର ନିକଟରେ ପହଞ୍ଚିଥିଲେ, ସେଠାରେ ସମସ୍ତ ତୀର୍ଥ ଯାତ୍ରୀଙ୍କ ପାଇଁ ରୋଷେଇ କରାଯାଇଥିଲା, ଖାଇବାର କିଛି ସମୟ ପରେ ୨୦ ରୁ ଅଧିକ ଲୋକ ହଠାତ୍ ଅସୁସ୍ଥ ଅନୁଭବ କରିଥିଲେ..
ଆଉ ୩ ଦିନ.. ରାହୁ-କେତୁଙ୍କ ମହାଚଳନ; ଜାଣନ୍ତୁ ସମସ୍ତ ରାଶି ଉପରେ ପଡିବ କି ପ୍ରଭାବ..
ସାମାଜିକ ଓ ଆର୍ଥିକ ଅନଗ୍ରସର ପାଇଁ ସଂରକ୍ଷଣ ପ୍ରସଙ୍ଗ: କାଲିର କ୍ୟାବିନେଟ୍ ନିଷ୍ପତ୍ତି ନେଇ ଥିବା ଦ୍ଵନ୍ଦ୍ଵ ଦୂର କଲେ ଉଚ୍ଚ ଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ..
୪ଟି ଘରୋଇ ଉପାୟରେ ଚୁଟ୍କିରେ ହେବେ ପତଳା, କିଛି ଦିନରେ ଦୂର ହେବ ମୋଟାପଣ
ଜାତିଭିତ୍ତିକ ସଂରକ୍ଷଣ ୫୦ ପ୍ରତିଶତ ଟପିବନି ସୁପ୍ରିମକୋର୍ଟଙ୍କ ନିର୍ଦେଶ ରହିଛି , ଏଥିପାଇଁ ଏସିବିସି ବର୍ଗଙ୍କ ନାମଲେଖା ନେଇ ୧୧.୨୫ ପ୍ରତିଶତ ସଂରକ୍ଷଣ କଲୁ..
ଭିଜିଲାନ୍ସ ଜାଲରେ ଯାଜପୁର ଧର୍ମଶାଳାର ଏବିଡ଼ିଓ ଅସିତ ପାତ୍ର
ଅସିତଙ୍କ ଅଫିସ ସମେତ ୭ଟି ସ୍ଥାନରେ ଚଢାଉ
ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଟିମ୍ ଚଢାଉ କରିଛି
ଦେଖନ୍ତୁ ଛାତିଥରା ଭିଡିଓ ; ମାଆ ସହ ଯିବା ବେଳେ ଶିଶୁକୁ ଆକ୍ରମଣ କଲା ଷଣ୍ଢ, ଆଉ ତା’ପରେ..



