www.samajalive.in
Tuesday, December 9, 2025
26.1 C
Bhubaneswar

ଜଳୁଛି ଓଡ଼ିଶା, ଝାରସୁଗୁଡାରେ ସର୍ବାଧିକ ୪୨.୨ ଡିଗ୍ରୀ

ଭୁବନେଶ୍ଵର: ଗତ କିଛି ଦିନ ହେବ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଆଜି ରାଜଧାନୀ ଭୁବନେଶ୍ଵରରେ ଅସହ୍ୟ ଗୁଳୁଗୁଳି ଅନୁଭୂତ ହୋଇଛି । ଗୁରୁବାର ଝାରସୁଗୁଡାରେ ତାପମାତ୍ରା ସର୍ବାଧିକ ୪୨.୨ ଡିଗ୍ରୀ ସେଲସିୟସ ରହିଛି । ସେହିଭଳି ସମ୍ବଲପୁରରେ ୪୨ ଡିଗ୍ରୀ, ହୀରାକୁଦରେ ୪୧.୬, ରାଉରକେଲାରେ  ୪୦.୫ ଡିଗ୍ରୀ ସେଲସିୟସ ତାପମାତ୍ରା ରହିଛି । ଭୁବନେଶ୍ବରରେ ତାପମାତ୍ରା ୩୯.୨ ଡିଗ୍ରୀ ସେଲସିୟସ ଥିବାବେଳେ ଚାନ୍ଦବାଲିରେ ୩୭.୬ ଡିଗ୍ରୀ ସେଲସିୟସ ରହିଥିଲା ।

Hot this week

ଭାରତର ପ୍ରଥମ ଉଇକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ପ୍ରଥମ ଝଟ୍‌କା ଲାଗିଛି।...

ପ୍ରଥମେ ବ୍ୟାଟିଂ କରିବ ଭାରତ

କଟକ: ଆଉ ମାତ୍ର କିଛି ସମୟର ଅପେକ୍ଷା। କଟକ ବାରବାଟୀ ଷ୍ଟାଡିୟମରେ...

ଇଣ୍ଡୋନେସିଆରେ ବଡ଼ ଧରଣର ଅଗ୍ନିକାଣ୍ଡ, ୨୦ ମୃତ

ସମାଜଲାଇଭ ଡେସ୍କ: ଇଣ୍ଡୋନେସିଆର ଜାକାର୍ତ୍ତାରେ ମଙ୍ଗଳବାର ଏକ ବଡ଼ ଧରଣର ଅଗ୍ନିକାଣ୍ଡ...

ଯୁକ୍ତ ଦୁଇ ପରୀକ୍ଷା ସୂଚୀ ସାମାନ୍ୟ ପରିବର୍ତ୍ତନ

ଭୁବନେଶ୍ଵର : ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ସାମାନ୍ୟ ପରିବର୍ତ୍ତନ ହୋଇଛି।...

ଦେଢ଼ବର୍ଷରେ ମଲେଣି ୧୩୬ ହାତୀ

ସମାଜଲାଇଭ ଡେସ୍କ: ରାଜ୍ୟରେ ହାତୀ ଅସୁରକ୍ଷିତ। ହାତୀ ମୃତ୍ୟୁ ରୋକିବାରେ ସରକାର...

Related Articles

Popular Categories