www.samajalive.in
Sunday, December 14, 2025
26.1 C
Bhubaneswar

ଟ୍ରମ୍ପଙ୍କ ୟୁ-ଟର୍ଣ୍ଣ: ‘ଅସ୍ତ୍ରବିରତିରେ ମୁଁ ମଧ୍ୟସ୍ଥତା କରିନି’

ସମାଜ ଡିଜିଟାଲ ଡେସ୍କ: ଭାରତ-ପାକିସ୍ତାନ ମଧ୍ୟରେ ଅସ୍ତ୍ରବିରତି ପ୍ରସଙ୍ଗରେ ୟୁ-ଟର୍ଣ୍ଣ ମାରିଛନ୍ତି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ। ଦୁଇ ଦେଶ ମଧ୍ୟରେ ହୋଇଥିବା ଅସ୍ତ୍ରବିରତିରେ ​ ସେ ମଧ୍ୟସ୍ଥତା କରିନାହାନ୍ତି ବୋଲି ଟ୍ରମ୍ପ କହିଛନ୍ତି। ସେ କହିଛନ୍ତି, ମୁଁ ଦୁଇ ଦେଶ ମଧ୍ୟରେ ଉତ୍ତେଜନା ହ୍ରାସ କରିବା ଦିଗରେ ସହାୟତା କରିଛି। କିନ୍ତୁ ମଧ୍ୟସ୍ଥତା କରିଛି ବୋଲି କହିବାକୁ ଚାହୁଁନି।

ଏକ କାର୍ଯ୍ୟକ୍ରମରେ ଟ୍ରମ୍ପ କହିଛନ୍ତି ଯେ, ମୁଁ ଏହା କହିନି ଯେ ମୁଁ ମଧ୍ୟସ୍ଥତା କରିଛି। କିନ୍ତୁ ମୁଁ ଦୁଇ ଦେଶ ମଧ୍ୟରେ ଥିବା ସମସ୍ୟା ସମାଧାନ ଦିଗରେ ସାହାଯ୍ୟ କରିଛି, ଯାହା ଗତ ସପ୍ତାହରେ ଭାରତ ଓ ପାକିସ୍ତାନ ମଧ୍ୟରେ ଅଧିକ ବିପଜ୍ଜନକ ହେବାକୁ ଯାଉଥିଲା। ସୂଚନାଯୋଗ୍ୟ, ଭାରତ ଏବଂ ପାକିସ୍ତାନ ମଧ୍ୟରେ ଗତ ୧୦ ତାରିଖରେ ଅସ୍ତ୍ରବିରତି ଘୋଷଣା କରାଯାଇଥିଲା।

Hot this week

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

ସବ୍ୟସାଚୀ-ଅର୍ଚ୍ଚିତାଙ୍କ ଘରକୁ ଖବଶୀଘ୍ର ଆସିବେ କୁନି ଅତିଥି

ଭୁବନେଶ୍ୱର: ଓଲିଉଡର ଲୋକପ୍ରିୟ ଅଭିନେତା ସବ୍ୟସାଚୀ ମିଶ୍ରଙ୍କ ଘରେ ଏବେ ଖୁସିର...

କାହିଁକି ହେଉଛି ହଠାତ୍‌ ମୃତ୍ୟୁ? ଏମ୍ସ ରିପୋର୍ଟରେ ଆଶ୍ଚର୍ଯ୍ୟଜନକ ତଥ୍ୟ

ନୂଆଦିଲ୍ଲୀ: ଏମ୍ସ ଦ୍ୱାରା କରାଯାଇଥିବା ଏକ ନୂତନ ଅଧ୍ୟୟନ ଏକ ଆଶ୍ଚର୍ଯ୍ୟଜନକ...

Related Articles

Popular Categories