www.samajalive.in
Sunday, December 7, 2025
18.1 C
Bhubaneswar

୪୮ ଘଣ୍ଟାରେ ନିପାତ ହୋଇଛନ୍ତି ୬ ଆତଙ୍କୀ; ସେନା

ସମାଜ ଡିଜିଟାଲ ଡେସ୍କ: ଜାମ୍ମୁ-କାଶ୍ମୀରରେ ବିଗତ ୪୮ ଘଣ୍ଟା ମଧ୍ୟରେ ୬ ଜଣ ଆତଙ୍କବାଦୀଙ୍କୁ ନିପାତ କରାଯାଇଛି। ଭାରତୀୟ ସେନା ୨ଟି ଆତଙ୍କବାଦୀ ବିରୋଧୀ ଅଭିଯାନକୁ ସଫଳତାର ସହ ଶେଷ କରିବା ସହିତ ୬ ଆତଙ୍କୀଙ୍କୁ ନିପାତ କରିଥିବା ସେନା ପକ୍ଷରୁ ଶୁକ୍ରବାର ଏକ ସାମ୍ବାଦିକ ସମ୍ମିଳନୀରେ କୁହାଯାଇଛି।

କାଶ୍ମୀର ଆଇଜିପି ଭି.କେ. ବିର୍ଦ୍ଦି କହିଛନ୍ତି, ଗତ ୪୮ ଘଣ୍ଟା ମଧ୍ୟରେ ଆମେ ୨ଟି ଆତଙ୍କବାଦୀ ନିରୋଧୀ ଅଭିଯାନ ଶେଷ କରିଛୁ। ଏହା ଅତ୍ୟନ୍ତ ସଫଳ ହୋଇଛି। କେରାନ ଏବଂ ତ୍ରାଲ ଅଞ୍ଚଳରେ ଏହି ଅପରେସନ କରାଯାଇଥିଲା। ଆଗାମୀ ଦିଗରେ ଆମେ ଆତଙ୍କବାଦ ଇକୋସିଷ୍ଟମକୁ ମୂଳୋତ୍ପାଟନ କରିବା ଦିଗରେ ପ୍ରତିବଦ୍ଧ ବୋଲି ସେ କହିଛନ୍ତି।

Hot this week

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ଦାବି: ଗୁଣ୍ଡିଚା ମନ୍ଦିର ଆଗରେ ଧାରଣା ଦେଲେ ପୁରୀବାସୀ

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା କର। ଶ୍ରଦ୍ଧାଳୁ ସୁରୁଖୁରୁରେ କିପରି ମହାପ୍ରଭୁଙ୍କ...

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

Related Articles

Popular Categories