www.samajalive.in
Sunday, December 7, 2025
16.1 C
Bhubaneswar

ଆହୁରି ଥରିବ ପାକିସ୍ତାନ, ମୋଦୀ ସରକାର ବଢାଇବେ ପ୍ରତିରକ୍ଷା ବଜେଟ୍‍

ସମାଜ ଡିଜିଟାଲ ଡେସ୍କ: ପାକିସ୍ତାନ ବିରୋଧରେ ଅପରେସନ ସିନ୍ଦୂରର ସଫଳତା ପରେ ବଢିପାରେ ପ୍ରତିରକ୍ଷା ବଜେଟ । ଭାରତୀୟ ସେନାକୁ ଅଧିକ ସଶକ୍ତ କରିବା ଲାଗି ମୋଦୀ ସରକାର ପ୍ରତିରକ୍ଷା ବଜେଟକୁ ୫୦ହଜାର କୋଟିକୁ ବୃଦ୍ଧି କରିପାରନ୍ତି । ଏନେଇ ଜାତୀୟ ଗଣମାଧ୍ୟମରେ ଖବର ପ୍ରକାଶ ପାଇଛି । ସ୍ୱତନ୍ତ୍ର ସହାୟତା ମିଶିଲେ ପ୍ରତିରକ୍ଷା ବଜେଟ ୭ଲକ୍ଷ କୋଟି ଟପିବ । ଫେବ୍ରୁଆରୀରେ ଉପସ୍ଥାପିତ ବଜେଟରେ ସେନାବହିନୀଙ୍କ ପାଇଁ ୬ଲକ୍ଷ ୮୧ହଜାର କୋଟିର ବ୍ୟୟବରାଦ ହୋଇଥିଲା । ରିପୋର୍ଟ ଅନୁସାରେ ସଂସଦର ଶୀତ ଅଧିବେଶନରେ ସ୍ୱତନ୍ତ୍ର ସହାୟତାକୁ ମଞ୍ଜୁରୀ ମିଳିପାରେ ।

Hot this week

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

Related Articles

Popular Categories