www.samajalive.in
Sunday, December 7, 2025
23.1 C
Bhubaneswar

ପୁଣି ଝଟକା; ବଢିଲା ସୁନା ଦାମ୍‌

ଭୁବନେଶ୍ୱର : ପୁଣି ଝଟକା। ବଢିଲା ସୁନା ଦର । ମେ’ ୧୬ ଅର୍ଥାତ୍‌ ଶୁକ୍ରବାର ପୁଣି ଥରେ ବଢିଛି ସୁନା ଦର ।

୨୪ କ୍ୟାରେଟ୍‌ ସୁନା ଦର ୧୦ ଗ୍ରାମ୍‌କୁ ୯୫,୧୩୦ଟଙ୍କା ରହିଛି । ଗତକାଲି ଏହା ୯୩,୯୩୦ ଟଙ୍କା ଥିଲା । ଏଥିରେ ୧,୨୦୦ ଟଙ୍କା ବୃଦ୍ଧି ହୋଇଛି ।

- Advertisement -

୨୨ କ୍ୟାରେଟ୍‌ ସୁନା ଦର ୧୦ ଗ୍ରାମ୍‌କୁ ୮୭,୨୦୦ ଟଙ୍କା ରହିଛି । ଗତକାଲି ଏହା ୮୬,୧୦୦ ଟଙ୍କା ଥିଲା । ଏଥିରେ ୧,୧୦୦ ଟଙ୍କା ବୃଦ୍ଧି ହୋଇଛି ।

୧୮ କ୍ୟାରେଟ୍‌ ସୁନା ଦର ୧୦ ଗ୍ରାମ୍‌କୁ ୭୧,୩୫୦ ଟଙ୍କା ରହିଛି । ଗତକାଲି ଏହା ୭୦,୪୫୦ ଟଙ୍କା ଥିଲା । ଏଥିରେ ୯୦୦ ଟଙ୍କା ବୃଦ୍ଧି ହୋଇଛି ।

ସେହିପରି ରୁପା ଦାମ୍‌ରେ କୌଣସି ପରିବର୍ତ୍ତନ ହୋଇ ନାହିଁ । ୧୦୦ ଗ୍ରାମ୍‌ ରୁପା ଦାମ୍‌ ୧୦,୮୦୦ ରହିଛି । ଗତକାଲି ମଧ୍ୟ ୧୦,୮୦୦ ଥିଲା ।

ଜୁନ୍‌ ମାସରେ ଏହି ରାଶିଙ୍କୁ ଧନୀ କରିବାକୁ ଆସୁଛନ୍ତି ଶୁକ୍ର: ଏମାନେ ହେବେ ମାଲାମାଲ୍‌, ହେବ ବିବାହ..

ଦେଖନ୍ତୁ ଭିଡିଓ ; ଅଧା ଖାଇବା ପରେ ମହିଳାଙ୍କ ଆଇସ୍‌କ୍ରିମ୍‌ରୁ ବାହାରିଲା ଝିଟିପିଟି ଲାଞ୍ଜ, ଆଉ ତା’ପରେ..

Hot this week

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

Related Articles

Popular Categories