www.samajalive.in
Saturday, December 6, 2025
16.1 C
Bhubaneswar

କାର ସହ ୨୫ କିଲୋ ଗଞ୍ଜେଇ ଜବତ, ଦୁଇ ଗିରଫ

ଫୁଲବାଣୀ: କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ଅଞ୍ଚଳରେ ଦିନକୁ ଦିନ ଗଞ୍ଜେଇ କାରବାର ବୃଦ୍ଧି ପାଇବାରେ ଲାଗିଛି। ଏହି କାରବାର ଉପରେ ରୋକ ଲଗାଇବା ପାଇଁ ଫିରିଙ୍ଗିଆ ପୁଲିସ ମଧ୍ୟ ରୀତିମତ ଭାବରେ ବିଭିନ୍ନ ଜାଗାରେ ଚଢ଼ାଉ କରୁଛି। ଶୁକ୍ରବାର ପୁଲିସ କୌଣସି ସୂତ୍ରରୁ ଖବର ପାଇ ଏକ ସ୍ଥାନରେ ଚଢାଉ କରି  ଦୁଇଟି ଦାମୀ କାର ସହ ଦୁଇ ଜଣ ବିହାରୀ ଗଞ୍ଜେଇ ମାଫିଆ ଙ୍କୁ ଗିରଫ କରିଛି।  ତାଙ୍କ ନିକଟରୁ ବିପୁଳ ପରିମାଣର ଗଞ୍ଜେଇ ଜବତ କରିବାରେ ସଫଳ ହୋଇଛି। ତେବେ ଗିରଫ ଅଭିଯୁକ୍ତ ମାନେ ହେଲେ ଗୋଛାପଡା ଥାନା ପଟାକେରି ଗାଁ ର ପାଣ୍ଡୁରୁ କହଁର ଏବଂ ଗଲେସୁଗା ଗାଁ ର ନୀଳକଣ୍ଠ କହଁର । ଏହି ଗଞ୍ଜେଇ ଗୋଛାପଡା ଅଂଚଳରୁ ରାଜଧାନୀ ଭୁବନେଶ୍ୱର କୁ ଚାଲାଣ ହେଉଥିବା ଜଣାପଡିଛି।

Hot this week

ଇତ​ରେ ଦେଲେ ଉପଦେଶ…

ନର୍ମଦା ନଦୀର ତୀର ଦେଶରେ ଏକ ବିଶାଳ ବଟବୃକ୍ଷ କାହିଁ କେଉଁ...

ସମ୍ପାଦକୀୟ: ଇଣ୍ଡିଗୋ ସଂକଟ

ଭାରତୀୟ ବିମାନ ସେବା ଇତିହାସରେ ନିକଟ ଅତୀତରେ ଘଟିଥିବା ସବୁଠାରୁ ବଡ଼...

ଗୋପବନ୍ଧୁ ଐତିହ୍ୟର ବାହକ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କୁ ଶେଷ ଜୀବନରେ ମହାନ ବର୍ଷୀୟାନ ପୁରୁଷ...

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

ସ୍ବାମୀ ଓ ଗର୍ଭବତୀ ସ୍ତ୍ରୀ ମୃତ; ବର୍ତ୍ତିଲା ୩ ବର୍ଷର ଶିଶୁ

ଦିଗପହଣ୍ଡି: ଗଞ୍ଜାମ ଜିଲାର ଦିଗପହଣ୍ଡି-ବ୍ରହ୍ମପୁର ରାସ୍ତାର ମାଁ କୁରେଇଶୁଣୀ ମନ୍ଦିର ନିକଟରେ...

Related Articles

Popular Categories