www.samajalive.in
Friday, December 5, 2025
20.1 C
Bhubaneswar

ପୁଲୱାମା ଆତଙ୍କବାଦୀ ଆକ୍ରମଣକୁ ଜାତିସଂଘ ମହାସଚିବଙ୍କ ନିନ୍ଦା

ନ୍ୟୁୟର୍କ : ମିଳିତ ଜାତିସଂଘ ମହାସଚିବ ଆଣ୍ଟୋନିଓ ଗୁଟେରସ୍‍ ପୁଲୱାମା ଆତଙ୍କବାଦୀ ଆକ୍ରମଣର ଘୋର ନିନ୍ଦା କରିଛନ୍ତି । ଏହି ଆକ୍ରମଣ ପାଇଁ ଯେଉଁମାନେ ଦାୟୀ, ସେମାନଙ୍କ ପ୍ରତି କଠୋର ଦଣ୍ଡ ବିଧାନ ଲାଗି ସେ ଆହ୍ୱାନ ଦେଇଛନ୍ତି। ଏକ ସାମ୍ବାଦିକ ସମ୍ମିଳନୀରେ ଶ୍ରୀ ଗୁଟେରସ୍‍ଙ୍କ ମୁଖପାତ୍ର ଷ୍ଟିଫାନି ଦୁଜାରିକ୍‍ ଆହତ ଯବାନମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି।
ବିଶ୍ୱର ବହୁ ରାଷ୍ଟ୍ର ପୁଲୱାମା ଆତଙ୍କବାଦୀ ଆକ୍ରମଣର ଦୃଢ ନିନ୍ଦା କରିଛନ୍ତି।

Hot this week

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

Related Articles

Popular Categories