www.samajalive.in
Friday, December 12, 2025
14.1 C
Bhubaneswar

ଟ୍ରକକୁ ପିଟିଲା ବସ, ଜଣେ ମୃତ

ଚୌଦ୍ବାର : ଏକ ସଡକ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହେବା ସହ ୫ଜଣ ଆହତ ହୋଇଛନ୍ତି। ଦୁର୍ଘଟଣାଟି ଶନିବାର ସକାଳ ସମୟରେ ଚୌଦ୍ବାର ଜଗତପୁର ଖଇରା ନାଳପୋଲ ନିକଟରେ ଘଟିଛି। ଏକ ବସକୁ ଟ୍ରକକୁ ପିଟିବା ଫଳରେ ଦୁର୍ଘଟଣା ଘଟି ଜଣଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଯାଇଛି। ୫ଆହତ ବ୍ୟକ୍ତିଙ୍କୁ ଉଦ୍ଧାର କରାଯାଇ କଟକ ବଡ ମେଡିକାଲରେ ଭର୍ତ୍ତି କରାଯାଇଛି। ପୁଲିସ ଘଟଣାସ୍ଥଳରେ ପହଞ୍ଚ ତଦନ୍ତ ଆରମ୍ଭ କରିଛି।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories