www.samajalive.in
Saturday, December 13, 2025
26.1 C
Bhubaneswar

ମୁଣ୍ଡରେ ମଦ ବୋତଲ ଫଟାଇବା ସହିତ ଗୋଡ଼ାଇ ଗୋଡ଼ାଇ ପିଟିଲେ

ଭୁବନେଶ୍ୱର: ଭୁବନେଶ୍ୱର ମହାନଗର ନିଗମ(ବିଏମସି) କର୍ମଚାରୀଙ୍କୁ ମଦ ବୋତଲରେ ଆକ୍ରମଣ କରାଯାଇଛି। ଭିଏସଏସ ନଗର ଫାଣ୍ଡି ସମ୍ମୁଖରେ ଷ୍ଟ୍ରିଟ ଲାଇଟ ମରାମତିବେଳେ ତାଙ୍କୁ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି।

ମୁଣ୍ଡରେ ମଦ ବୋତଲ ଫଟାଇବା ସହିତ ଗୋଡ଼ାଇ ଗୋଡ଼ାଇ ପିଟିଥିବା ସୂଚନା ମିଳିଛି। ଏହି ଘଟଣାରେ ସମ୍ପୃକ୍ତ ଜଣେ ଦୁର୍ବୃତ୍ତକୁ କାବୁ କରି ସହିଦନଗର ପୁଲିସ ତଦନ୍ତ ଚଳାଇଥିବା ଜଣାପଡ଼ିଛି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories