www.samajalive.in
Friday, December 12, 2025
14.1 C
Bhubaneswar

ସଡ଼କ ଦୁର୍ଘଟଣାରେ ଜଣେ ମୃତ ୫ ଗୁରୁତର

କେନ୍ଦୁଝର : କେନ୍ଦୁଝର ପଣ୍ଡାପଡ଼ା ବଡ଼ପିଛୁଳା ଛକରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ବିବାହ ଉତ୍ସବକୁ ଯୋଗ ଦେବାକୁ ଯାଉଥିବା ବେଳେ ଏକ ବରଯାତ୍ରୀ ଭ୍ୟାନ ଦୁର୍ଘଟଣା ଗ୍ରସ୍ତ ହୋଇଛି। ଏଥିରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଥିବା ବେଳେ ୫ ଜଣ ଆହତ ହୋଇଛନ୍ତି। ଆହତମାନଙ୍କୁ ପଣ୍ଡାପଡ଼ା ସ୍ୱାସ୍ଥ୍ୟକେନ୍ଦ୍ରରେ ଚିକିତ୍ସା ପରେ ହରିଚନ୍ଦନପୁର ମେଡ଼ିକାଲକୁ ସ୍ଥାନାନ୍ତର କରାଯାଇଛି। ଗାଡ଼ି ଚାଳକଙ୍କ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ କଟକ ମେଡ଼ିକାଲକୁ ସ୍ଥାନାନ୍ତର କରାଯାଇଥିବା ଜଣାପଡ଼ିଛି। ସୂଚନା ଅନୁଯାୟୀ, ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଉଦ୍ଧାର କରିବା ସହ ତଦନ୍ତ ଆରମ୍ଭ କରିଛି।

Hot this week

ଆଜିର : ରାଶିଫଳ,ଆପଣଙ୍କ ଅଶାନ୍ତିର ଅବସାନ ଘଟିବ

ମେଷ : ଅଶ୍ବିନୀ ଓ ଦ୍ବିଜା ନକ୍ଷତ୍ରଜାତ ବ୍ୟକ୍ତି ବିପଦମୁକ୍ତ ହୋଇପାରନ୍ତି।...

ସାମାନ୍ୟ କମିଲା ସୁନାଦର

ନୂଆଦିଲ୍ଲୀ-ଭାରତରେ ସୁନା ମୂଲ୍ୟ ହ୍ରାସ ପାଇଛି। ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ସୁନାର...

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

Related Articles

Popular Categories