www.samajalive.in
Friday, December 5, 2025
26.1 C
Bhubaneswar

କାଠଯୋଡିରେ ବୁଡି ଦୁଇ ଯୁବକ ମୃତ

କଟକ: ଗାଧୋଇବାବେଳେ କଟକ କାଠଯୋଡିରେ ବୁଡି ଦୁଇ ଯୁବକ ନିଖୋଜ ହେବା ଘଟଣା। ଗତକାଲି ଜଣଙ୍କର ମୃତଦେହ ଉଦ୍ଧାର କରାଯାଇଥିବାବେଳେ ଆଜି ସକାଂଳୁ ଅନ୍ୟ ଜଣେ ଯୁବକଙ୍କର ମୃତଦେହ ଉଦ୍ଧାର ହୋଇଥିବା ସୂଚନା ମିଳିଛି। ଗତକାଲି କାଠଯୋଡି ନଦୀକୁ ଗାଧୋଇବାକୁ ଆସିଥିବାବେଳେ କୌରସି କାରଣ ବଶତଃ ଗୋଡ ଖସିଯାଇଥିଲା। ଖବର ପାଇ ପରିବାର ଲୋକେ ବହୁ ଖୋଜାଖୋଜି କରିଥିଲେ। ହେଲେ ଉଭୟଙ୍କର କୌଣସି ପତ୍ତା ମିଳିନଥିଲା। ପରେ ବହୁ ଖୋଜାଖୋଜି ପରେ ଦୁଇ ଜଣଙ୍କ ମୃତନେହ ଉଦ୍ଧାର ହୋଇଛି। ସିଡିଏ ବିରେନ୍ ମିତ୍ର ପାର୍କ ନିକଟରେ ଏଭଳି ଅଘଟଣ ଘଟିଛି। ଦୁଇ ମୃତକ ମହାରାଷ୍ଟ୍ରର ବାସିନ୍ଦା ବୋଲି ସୂଚନା ମିଳିଛି।

Hot this week

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

Related Articles

Popular Categories