www.samajalive.in
Sunday, December 7, 2025
13.1 C
Bhubaneswar

ପୁଣି ଫେରିଲା କରୋନା ଭୟ ; ମୁମ୍ବାଇରେ ୨ ଆକ୍ରାନ୍ତ ମୃତ

ମୁମ୍ବାଇ : ପୁଣି ଫେରିଲା କରୋନା ଭୟ। ହଂକଂ ଓ ସିଙ୍ଗାପୁରରେ କରୋନା ମାମଲା ବୃଦ୍ଧି ପାଉଥିବା ବେଳେ ଦେଶରେ ମଧ୍ୟ କରୋନା ଭୟ ଦେଖାଦେଇଛି। ମୁମ୍ବାଇରେ ୨ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ମୁମ୍ବାଇରେ କେଇଏମ୍‌ ହସ୍ପିଟାଲରେ ୨ ଚିକିତ୍ସିତଙ୍କ ମୃତ୍ୟୁ ଘଟିଛି । ସେମାନେ ଗୁରୁତର ରୋଗରେ ପୀଡ଼ିତ ହୋଇ ଚିିକିତ୍ସିତ ଥିଲେ । ୨ ମୃତକଙ୍କ ମଧ୍ୟରେ ଜଣେ ୫୮ ବର୍ଷୀୟ ମହିଳା କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସେ କର୍କଟ ରୋଗରେ ପୀଡିତ ଥିଲେ । ଆଉ ଜଣେ ୧୩ ବର୍ଷୀୟ ନାବାଳିକା କିଡ୍‌ନୀ ରୋଗ ରୋଗରେ ପୀଡିତ ଥିଲେ ବୋଲି ସୂଚନା ମିଳିଛି । ସିଙ୍ଗାପୁରରେ କରୋନାର ଯେଉଁ ମାମଲା ଦେଖାଯାଇଛି, ତାହା ଏଲଏଫ.୭ ଓ ଏନବି.୧ ପ୍ରକରଣ । ଏହି ପ୍ରକରଣ ଜେଏନ୍‌.୧ ସହ ଜଡିତ ।

ଆଉ ୨ ଦିନରେ +୨ ପରୀକ୍ଷା ଫଳ ; ବୃଦ୍ଧି ପାଇବ+୩ ନାମଲେଖା ପାଇଁ ଆବେଦନ ଅବଧି

ଜୁନ୍‌ରେ ୫୦ ବର୍ଷ ପରେ ତ୍ରିକୋଣ ଓ ମାଲବ୍ୟ ରାଜଯୋଗ: ଏହି ରାଶିଙ୍କ ଖୋଲିବ ବନ୍ଦ ଭାଗ୍ୟର ତାଲା, ହେବେ ମାଲାମାଲ୍‌, କିଣିବେ ଘର, ଗାଡି, ଧନର ହେବ ବର୍ଷା..

- Advertisement -

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories