www.samajalive.in
Sunday, December 14, 2025
23.1 C
Bhubaneswar

ପଥଚାରୀଙ୍କୁ ଆକ୍ରମଣ ପରେ ଜାଳିଦେଲେ ବାଇକ୍

ନୟାଗଡ: ଦଶପଲ୍ଲା-ଭଞ୍ଜନଗର ରାସ୍ତାରେ ଲୁଟେରାଙ୍କ ଆତଙ୍କରାଜ ବଢିବାରେ ଲାଗିଛି। ପଥଚାରୀଙ୍କୁ ଆକ୍ରମଣ ପରେ ପୋଡିଦେଲେ ବାଇକ୍ , ଚାଳକ ଗୁରୁତର। ଦଶପଲ୍ଲା ଭଞ୍ଜନଗର ରାସ୍ତା ସାକେଣୀ ଗାଁରେ ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଆଜି ସକାଳେ ୩ ଜଣ ବ୍ୟବସାୟୀ ଏକ ବାଇକରେ ଯାଉଥିଲେ। ହଠାତ୍ ୮ ଜଣ ଦୁର୍ବୁତ୍ତ ଆସି ତାଙ୍କୁ ଅଟକାଇଥିଲେ। ଏବଂ ବ୍ଲେଡରେ ଆକ୍ରମଣ କରି  ମୋବାଇଲ ଓ ନଗଦ ୭୨୦୦ ଟଙ୍କା ଲୁଟି ନେଇଥିଲେ। ଗୁରୁତର ବ୍ୟକ୍ତି ହେଲେ ଖଣ୍ଡପଡା ଗାଁର ଜଟିଆ ବେହେରା । ତାଙ୍କୁ ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି କରାଯାଇଛି । ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

Hot this week

ଛଅଟି ଦେଶରେ ନବକଳେବର ଚଳଚ୍ଚିତ୍ର ପ୍ରଦର୍ଶିତ, ଭାବବିହ୍ୱଳ ଦର୍ଶକ

ଭୁବନେଶ୍ୱର: ନବକଳେବର ୬ଟି ଦେଶ (ଯୁଏସଏ, କାନାଡା, ଦକ୍ଷିଣ ଆଫ୍ରିକା, ଇଣ୍ଡୋନେସିଆ,...

ଶୀତରେ ଗୋଇଠି ଫାଟୁଛି କି? ୨୦ଟଙ୍କାର ଜିନିଷରେ ସମ୍ପୂର୍ଣ୍ଣ ଭଲ ହୋଇଯିବ

ସମାଜ ଡିଜିଟାଲ ଡେସ୍କ: ଆୟୁର୍ବେଦରେ ପ୍ରତ୍ୟେକ ସମସ୍ୟାର ସମାଧାନ ଅଛି, ଯେଉଁଥିରେ...

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

Related Articles

Popular Categories