ପାକିସ୍ତାନୀ ଗୁପ୍ତଚର ଜ୍ୟୋତି ମାଲହୋତ୍ରାଙ୍କ ସହ ସମ୍ପର୍କ ରଖିଥିବା ପୁରୀ ଯୁବତୀ ପ୍ରିୟଙ୍କା ସେନାପତିଙ୍କୁ ପୁଣି ଜେରା କଲା ପୁଲିସ.. ଜେରା ନେଇ ପୁରୀ ଏସପି ଭିନିତ ଅଗ୍ରଓ୍ବାଲଙ୍କ ସୂଚନା..
ଉତ୍ତରାଖଣ୍ଡ ସରକାରଙ୍କ ବଡ଼ ନିଷ୍ପତ୍ତି.. ମଦ୍ରାସା ପାଠ୍ୟକ୍ରମରେ ସାମିଲ ହେବ ଅପରେସନ ‘ସିନ୍ଦୂର’..
ଭାରତରେ କାୟା ବିସ୍ତାର କଲାଣି କୋଭିଡ-୧୯.. ମୁମ୍ବଇରେ ଆଜି ୫୩ କରୋନା ଆକ୍ରାନ୍ତ ଚିହ୍ନଟ..
ପ୍ରସିଦ୍ଧ ଭାରତୀୟ ଜ୍ୟୋତିର୍ବିଜ୍ଞାନୀ ଜୟନ୍ତ ନାର୍ଲିକରଙ୍କ ପରଲୋକ.. ୭୮ ବର୍ଷ ବୟସରେ ଦେହାନ୍ତ.. ସେ ତାଙ୍କର ସୃଷ୍ଟି ‘ହୋଏଲେ-ନାର୍ଲିକର ଥିଓରି ଅଫ୍ ଗ୍ରାଭିଟି’ ପାଇଁ ବେଶ୍ ଜଣାଶୁଣା.. ଯାହାକୁ ସେ ୧୯୬୪ ମସିହାରେ ଇଂରାଜୀ ଜ୍ୟୋତିର୍ବିଜ୍ଞାନୀ ଏବଂ ପ୍ରଫେସର ଫ୍ରେଡ୍ ହୋଏଲେଙ୍କ ସହ ମିଶି ବିକଶିତ କରିଥିଲେ..
ଆଉ ୨ ଦିନ ଭିତରେ ପ୍ରକାଶ ପାଇବ ଯୁକ୍ତ ୨ ପରୀକ୍ଷା ଫଳ.. ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ ସୂଚନା.. ସେପଟେ ବୃଦ୍ଧି ପାଇବ ଯୁକ୍ତ ୩ ନାମଲେଖା ପାଇଁ ଆବେଦନ ଅବଧି.. ସମୟ ସୀମା ବୃଦ୍ଧି କରିବାକୁ ପ୍ରତିଶ୍ରୁତି ଦେଲେ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ.. ଆଜି ଥିଲା ଯୁକ୍ତ ୩ ଆବେଦନର ଶେଷ ତାରିଖ..



