www.samajalive.in
Sunday, December 14, 2025
26.1 C
Bhubaneswar

୨ ଅବସରପ୍ରାପ୍ତ କର୍ମଚାଚୀଙ୍କୁ ଜେଲ ଦଣ୍ଡାଦେଶ, ପେନସନ ବନ୍ଦ ପାଇଁ ହେବ ଆବେଦନ

ଭୁବନେଶ୍ୱର: ଅବସରପ୍ରାପ୍ତ ୨ଜଣ ସରକାରୀ କର୍ମଚାରୀଙ୍କ ଜେଲ ଦଣ୍ଡାଦେଶ ହୋଇଛି। ଜଣେ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଏବଂ ଅନ୍ୟ ଜଣେ ଲାଞ୍ଚ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ସୁନ୍ଦରଗଡ଼ ଲେଫ୍ରିପଡ଼ାର ପୂର୍ବତନ ବିଡିଓ ସୁବାସ ଚନ୍ଦ୍ର ମିଶ୍ରଙ୍କୁ ୨ ବର୍ଷ ଜେଲ ଦଣ୍ଡାଦେଶ ହୋଇଛି। ସୁବାସ ଚନ୍ଦ୍ର ମିଶ୍ରଙ୍କୁ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି।

ବଲାଙ୍ଗିର ଡିଏଫଓ ଅଫିସର ପୂର୍ବତନ କିରାଣି କାଳନ୍ଦୀ ଭୂୟାଁଙ୍କୁ ୩ ବର୍ଷ ସଜା ମିଳିଛି। କାଳନ୍ଦୀ ଭୂୟାଁ ୧୦ହଜାର ଟଙ୍କା ଲାଞ୍ଚ ନେବା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ଉଭୟଙ୍କ ପେନସନ ବନ୍ଦ ପାଇଁ ଆବେଦନ କରିବାକୁ ଭିଜିଲାନ୍ସ ବିଭାଗ ନିଷ୍ପତ୍ତି ନେଇଥିବା ସୂଚନା ମିଳିଛି।

Hot this week

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

ସବ୍ୟସାଚୀ-ଅର୍ଚ୍ଚିତାଙ୍କ ଘରକୁ ଖବଶୀଘ୍ର ଆସିବେ କୁନି ଅତିଥି

ଭୁବନେଶ୍ୱର: ଓଲିଉଡର ଲୋକପ୍ରିୟ ଅଭିନେତା ସବ୍ୟସାଚୀ ମିଶ୍ରଙ୍କ ଘରେ ଏବେ ଖୁସିର...

Related Articles

Popular Categories