www.samajalive.in
Monday, December 15, 2025
15.1 C
Bhubaneswar

ଜୁଲାଇ ୧ରୁ ମାଟ୍ରିକ ସପ୍ଲିମେଣ୍ଟାରୀ, ଜୁନ ୩୦ରୁ ଓପନ ସ୍କୁଲ ପରୀକ୍ଷା

କଟକ: ମାଧ୍ୟମିକ ଶିକ୍ଷା ପରିଷଦ(ବିଏସଇ) ପକ୍ଷରୁ ମାଟ୍ରିକ ସପ୍ଲିମେଣ୍ଟାରୀ ଏବଂ ଓଡ଼ିଶା ଷ୍ଟେଟ୍‌‌ ସ୍କୁଲ ସାର୍ଟିଫିକେଟ ପରୀକ୍ଷା କାର୍ଯ୍ୟସୂଚୀ ପ୍ରକାଶ ପାଇଛି। ଜୁଲାଇ ୧ରୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ହେବ। ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ଜୁଲାଇ ୧ରୁ ଆରମ୍ଭ ହୋଇ ୧୦ ତାରିଖ ଯାଏଁ ଚାଲିବ। ସକାଳ ୯ଟାରୁ ୧୧ଟା ୩୦ ଯାଏଁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ଅନୁଷ୍ଠିତ ହେବ ବୋଲି ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।

ସେହିପରି ଓଡ଼ିଶା ରାଜ୍ୟ ମୁକ୍ତ ବିଦ୍ୟାଳୟ ପ୍ରତିଷ୍ଠାନ, ଓଡ଼ିଶାର ପରୀକ୍ଷାର୍ଥୀଙ୍କ ପାଇଁ ପରୀକ୍ଷା କାର୍ଯ୍ୟସୂଚୀ ପ୍ରକାଶ ପାଇଛି। ଜୁନ ୩୦ରୁ ଷ୍ଟେଟ ଓପନ ସ୍କୁଲ ପରୀକ୍ଷା(୨ୟ) ଅନୁଷ୍ଠିତ ହେବ। ଏହି ଜୁନ ୩୦ରେ ଆରମ୍ଭ ହୋଇ ଜୁଲାଇ ୧୦ ତାରିଖ ଯାଏଁ ଚାଲିବ ବୋଲି ସୂଚନା ଦିଆଯାଇଛି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories