www.samajalive.in
Monday, December 8, 2025
24.1 C
Bhubaneswar

ଗଛରେ ଦଉଡି ଦେଇ ଯୁବକଙ୍କ ଆତ୍ମହତ୍ୟା

ଲାଞ୍ଜିଗଡ଼: କଳାହାଣ୍ଡି ଜିଲା ଲାଞ୍ଜିଗଡ ପଞ୍ଚାୟତ ଆଶ୍ରମପଡାଠାରେ ବସନ୍ତ ମୁଣ୍ଡା ନାମକ ଜଣେ ବ୍ୟକ୍ତି(୪୨) ଗଛରେ ଦଉଡି ଦେଇ ଆତ୍ମହତ୍ୟା କରିଛନ୍ତି। ଏ ସମ୍ପର୍କରେ ଜଣାପଡିବା ପରେ ପରିବାର ଲୋକେ ଲାଞ୍ଜିଗଡ ଥାନାକୁ ଖବର ଦେଇଥିଲେ। ଥାନାଧିକାରୀ ଜିତେନ୍ଦ୍ର କୁମାର ବିଶ୍ୱାଳଙ୍କ ନେତୃତ୍ୱରେ ଡୋଳାମଣି ବିଶି ସଦଳବଳ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିବା ସହିତ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଥିଲେ।

ଏ ନେଇ ଏକ ଅପମୃତ୍ୟୁ ମାମଲା ରୁଜୁ କରାଯାଇଛି। ବସନ୍ତଙ୍କ ମୃତ୍ୟୁର କାରଣ ଜଣାପଡି ନ ଥିବାବେଳେ ଘରୋଇ କଳି ଯୋଗୁ ସେ ଆତ୍ମହତ୍ୟା କରିଥିବା ପୁଲିସ ଅନୁମାନ କରୁଛି।

Hot this week

ପୀଡିତାଙ୍କ ମୃତ୍ୟୁ ପରେ ସହାୟତା ଦାବିରେ ପରିବାର ସଦସ୍ୟଙ୍କ ଧାରଣା

ରାଉରକେଲା: ଜୀବନ ଯୁଦ୍ଧରେ ହାରିଗଲେ ରାଉରକେଲାର ପୀଡିତା । ସୁନ୍ଦରଗଡ ଜିଲା...

ପିଆଜ ଚୋପାର ଚମତ୍କାରୀ ଗୁଣ …

ନୂଆଦିଲ୍ଲୀ : ଆଜିକାଲି ସମୟରେ ସମସ୍ତେ ନିଜର ତ୍ଵଚାକୁ ନେଇ ଖୁବ୍...

ମୋ ପୁଅ ବୋହୁଙ୍କ ପାଖରେ କେହି ଅଟକି ନଥିଲେ କି ପାଣି ଦେଇ ନଥିଲେ

ସମାଜ ଲାଇଭ ଡ଼େସ୍କ : ଗତ ସପ୍ତାହରେ ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଘଟିଥିବା...

ପୁଟିନଙ୍କ ପରେ ଦିଲ୍ଲୀ ଆସିବେ ଜେଲେନସ୍କି!

ସମାଜ ଡିଜିଟାଲ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସଫଳ ଦିଲ୍ଲୀ...

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

Related Articles

Popular Categories