www.samajalive.in
Saturday, December 6, 2025
23.1 C
Bhubaneswar

ବଡ ଝଟକା ; ପୁଣି ବଢିଲା ସୁନା, ଲକ୍ଷେ ମୁହାଁ ଦାମ୍‌

ଭୁବନେଶ୍ୱର : ପୁଣି ଗ୍ରାହକଙ୍କୁ ବଡ ଝଟକା । ମେ’ ୨୧ ଅର୍ଥାତ୍‌ ବୁଧବାର ବଢିଛି ସୁନା ଦର ।
୨୪ କ୍ୟାରେଟ୍‌ ସୁନା ଦାମ୍‌ ୧୦ ଗ୍ରାମ୍‌କୁ ୯୭,୪୨୦ ଟଙ୍କା ରହିଛି । ଗତକାଲି ଏaହା ୯୫,୦୨୦ ଟଙ୍କା ଥିଲା । ଏଥିରେ ୨,୪୦୦ ଟଙ୍କା ବୃଦ୍ଧି ହୋଇଛି ।

୨୨ କ୍ୟାରେଟ୍‌ ସୁନା ଦାମ୍‌ ୧୦ ଗ୍ରାମ୍‌କୁ ୮୯,୩୦୦ ରହିଛି । ଗତକାଲି ଏହା ୮୭,୧୦୦ ଥିଲା । ଏଥିରେ ୨,୨୦୦ ଟଙ୍କା ବୃଦ୍ଧି ହୋଇଛି ।

- Advertisement -

୧୮ କ୍ୟାରେଟ୍‌ ସୁନା ଦାମ୍‌ ୧୦ ଗ୍ରାମ୍‌କୁ ୭୩,୦୭୦ ଟଙ୍କା ରହିଛି । ଗତକାଲି ୭୧,୨୭୦ ଟଙ୍କା ରହିଛି । ଏଥିରେ ୧,୮୦୦ ଟଙ୍କା ବୃଦ୍ଧି ହୋଇଛି ।

ସେହିପରି ରୁପା ଦାମ୍‌ ମଧ୍ୟ ବୃଦ୍ଧି ପାଇଛି । ୧୦୦ ଗ୍ରାମ୍‌ ସୁନା ଦାମ୍‌ ୧୧,୧୦୦ ଟଙ୍କା ରହିଛି । ଗତକାଲି ଏହା ୧୦,୮୦୦ ଥିଲା । ଏଥିରେ ୩୦୦ ଟଙ୍କା ବୃଦ୍ଧି ହୋଇଛି ।

ମାତ୍ର ୨ ଦିନ ପରେ ବୁଦ୍ଧାଦିତ୍ୟ ରାଜଯୋଗ : ଏହି ରାଶିଙ୍କୁ କୋଟିପତି କରିବେ ସୂର୍ଯ୍ୟ-ବୁଧ, ହେବେ ମାଲାମାଲ୍‌, ହେବ ବିବାହ..

 

Hot this week

ଶିଶୁଙ୍କ ସୁନ୍ଦରତା ସହିପାରିଲାନି : ଏମିତି କରିଲା ନିଜ ପିଲାଙ୍କୁ ହତ୍ୟା

ସମାଜ ଡିଜିଟାଲ ଡେସ୍କ: ସେ ବୋଧହୁଏ ଦେଶର ପ୍ରଥମ ମହିଳା ସିରିଏଲ୍...

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

Related Articles

Popular Categories