www.samajalive.in
Sunday, December 14, 2025
19.1 C
Bhubaneswar

ଭଡାରେ ଲାଗିଥିବା ସରକାରୀ କ୍ୱାର୍ଟର୍ସରୁ ଉଚ୍ଛେଦ ଜାରି

ସମାଜ ଡିଜିଟାଲ ଡେସ୍କ: ଭୁବନେଶ୍ୱରରେ ଭଡାରେ ଲାଗିଥିବା ସରକାରୀ କ୍ୱାର୍ଟର୍ସରୁ ଉଚ୍ଛେଦ କରାଯାଇଛି । ୟୁନିଟ୍‍-୨ ଅଞ୍ଚଳରେ ଜବରଦଖଲ କ୍ୱାର୍ଟର୍ସରୁ ଉଚ୍ଛେଦ କରିଛି ସ୍କ୍ୱାଡ୍‍ । ଲଗାତାର ଦ୍ୱିତୀୟ ଦିନରେ ମିଳିତ ସ୍କ୍ୱାଡ୍‍ ପକ୍ଷରୁ ଉଚ୍ଛେଦ ଜାରି ରହିଛି । ଏପର୍ଯ୍ୟନ୍ତ ୯୦ କ୍ୱାର୍ଟର୍ସ ବେଆଇନ ଭାବେ ଜବରଦଖଲ ହୋଇଥିବା ବେଳେ ୧୧ଟିରେ ଉଚ୍ଛେଦ କାର୍ଯ୍ୟ ଶେଷ ହୋଇଥିବା ସ୍କ୍ୱାଡ୍‍ କହିଛି । ଉଚ୍ଛେଦ ବେଳେ କିଛି ଲୋକମାନେ ସ୍କ୍ୱାଡ୍‍ କୁ ବିରୋଧ କରିବାରୁ ମୁହାଁମୁହିଁ ପରିସ୍ଥିତି ସୃଷ୍ଟି ହୋଇଥିଲା ।

Hot this week

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

Related Articles

Popular Categories