www.samajalive.in
Sunday, December 7, 2025
26.1 C
Bhubaneswar

ଆତତାୟୀ ଗୁଳିରେ ଲଶ୍କର ସହପ୍ରତିଷ୍ଠାତା ଆମିର ହାମଜା ଗୁୁରୁତର

ସମାଜ ଡିଜିଟାଲ ଡେସ୍କ: ପାକିସ୍ତାନର ଲାହୋରରେ ଆତତାୟୀଙ୍କ ଗୁଳିରେ ଲଶ୍କର-ଏ-ତୋଇବା(ଏଲଇଟି) ଆତଙ୍କବାଦୀ ସଂଗଠନର ସହପ୍ରତିଷ୍ଠାତା ଆମିର ହାମଜା ଗୁରୁତର ଆହତ ହୋଇଛି। ଅଜଣା ଆତତାୟୀ ଆମିରକୁ ଗୁଳି କରିଛନ୍ତି। ଦୁଇଦିନ ତଳେ ଲଶ୍କରର ଅନ୍ୟ ଜଣେ ଟପ୍ ଆତଙ୍କୀ ସୈଫୁଲ୍ଲା ଖଲିଦ ମଧ୍ୟ ଆତତାୟୀ ଗୁଳିରେ ନହିତ ହୋଇଥିଲା। ଦୁଇ ଦିନ ମଧ୍ୟରେ ଦୁଇ ଟପ୍‌ ଆତଙ୍କୀଙ୍କୁ ଆତତାୟୀ ଗୁଳି କରିବା ପରେ ଅନ୍ୟ ଆତଙ୍କୀମାନଙ୍କ ମଧ୍ୟରେ କୋକୁଆ ଭୟ ସୃଷ୍ଟି ହୋଇଛି।

ଆମିର ହାମଜା ଲଶ୍କର ଆତଙ୍କୀ ହାଫିଜ ସୟିଦର ଅତି ଘନିଷ୍ଠ। ଲାହୋରସ୍ଥିତ ବାସଭବନରେ ଆମିର ଗୁଳିବିଦ୍ଧ ଅବସ୍ଥାରେ ପଡ଼ିଥିଲା। ତା’କୁ ତୁରନ୍ତ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତା’ର ଚିକିତ୍ସା ଚାଲିଛି।

Hot this week

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

Related Articles

Popular Categories