www.samajalive.in
Sunday, December 7, 2025
13.1 C
Bhubaneswar

ସହିଦଙ୍କ ପରିବାରକୁ ଅଧିକ ସହାୟତା ରାଶି ଦାବି କଲେ ଗ୍ରାମବାସୀ

ଭୁବନେଶ୍ୱର : ଜମ୍ମୁ ଓ କାଶ୍ମୀରର ପୁଲୱାମାରେ ଦୁଇ ସହିଦଙ୍କ ପରିବାର ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଆର୍ଥିକ ସହାୟତା ଘୋଷଣା କରାଯାଇଛି । ଦୁଇ ସହିଦଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି ପ୍ରଦାନ ପାଇଁ ଗତକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଥିଲେ । ହେଲେ ଏହି ସହାୟତା ରାଶିକୁ ନେଇ ସହିଦଙ୍କ ସମ୍ପର୍କୀୟଙ୍କ ମଧ୍ୟରେ ଅସନ୍ତୁଷ୍ଟ ପ୍ରକାଶ ପାଇଛି । ଅନ୍ୟ ରାଜ୍ୟରେ ସହିଦଙ୍କ ପରିବାରକୁ ଢେର୍ ଅଧିକ ସହାୟତା ରାଶି ଦିଆଯାଇ ଥିବାରୁ ସହିଦ ମନୋଜ ବେହେରାଙ୍କ ଗାଁ ରତନପୁରରେ କଡା ପ୍ରତିକ୍ରିୟା ପ୍ରକାଶ ପାଇଛି । ମନୋଜଙ୍କ ପରିବାରକୁ ୫୦ ଲକ୍ଷ ଟଙ୍କା ଓ ପରିବାରର ଜଣେ ସଦସ୍ୟଙ୍କୁ ଚାକିରୀ ଦିଆଯାଉ ବୋଲି ଗ୍ରାମବାସୀ ଦାବି କରିଛନ୍ତି ।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories