www.samajalive.in
Saturday, December 6, 2025
17.1 C
Bhubaneswar

ଫେରିଲା କରୋନା: ଭୁବନେଶ୍ଵରରେ ଜଣେ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ଵର: ଓଡିଶାକୁ ପୁଣି ଫେରିଲା କରୋନା। ଭୁବନେଶ୍ଵରରେ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ସୂଚନା ମିଳିଛି। ନିକଟରେ ସେ ଦିଲ୍ଲୀରୁ ଫେରିଥିବାବେଳେ ସେ ଏବେ କ୍ଵାରେନଣ୍ଟାଇନ୍ ରେ ଥିବା ଜଣାପଡିଛି। ତେବେ ଆକ୍ରାନ୍ତ ବ୍ୟକ୍ତି ଜଣକ ନାନା ରୋଗରେ ପୀଡିତ ଥିଲେ। ସ୍ଵାସ୍ଥ୍ୟ ପରୀକ୍ଷା ସମୟରେ ସେ କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇଛନ୍ତି।

ସୂଚନାଯୋଗ୍ୟ, ଚୀନ ଓ ସିଙ୍ଗାପୁରରେ ପୁଣିଥରେ କୋଭିଡ୍‌-୧୯ କାୟା ବିସ୍ତାର କରିବାରେ ଲାଗିଛି । ଭାରତରେ ୨୫୭ କୋଭିଡ୍‌ ଆକ୍ରନ୍ତ ଚିହ୍ନଟ କରାଯାଇଥିବା ବେଳେ, ଏଥିରେ ସଂକ୍ରମିତ ହୋଇ ମୁମ୍ବାଇରେ ଦୁଇ ଜଣଙ୍କର ମୃତ୍ୟୁ ଘଟିଛି ।

Hot this week

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

Related Articles

Popular Categories