www.samajalive.in
Friday, December 5, 2025
27.1 C
Bhubaneswar

ମାଡ ମାରିଲେ , ଗୁଳି କରି ଲୁଟି ନେଲେ

ବାଲେଶ୍ଵର :  ମାଡ ମାରିଲେ , ଗୁଳି କରି ଲୁଟି ନେଲେ ୭ ଦୁର୍ବୁତ୍ତ। ବାଲେଶ୍ଵର ଜିଲ୍ଲା ସୋର ଥାନା ଦୟାନିଧିପୁର ଗାଁରେ ଲୁଟେରାଙ୍କ ଆତଙ୍କରାଜ ଦେଖିବାକୁ ମିଳିଛି। ଦୁର୍ବୁତ୍ତମାନେ ଘରେ ପଶି ପରିବାର ଲୋକଙ୍କୁ ବାନ୍ଧି ମାଡ ମାରିଛନ୍ତି। ଏବଂ ପରେ ଚିତ୍କାର ଶୁଣି ପଡୋଶୀ ଆସିଯିବାରୁ ଘର ଭିତରେ ଥାଇ ଗୁଳି ଫୁଟାଇଥିବା ଜଣାପଡିଛି। ତେବେ ଗୁଳିମାଡରେ ଜଣେ ପଡୋଶୀ ଗୁରୁତର ହୋଇଥିବାବେଳେ ତାଙ୍କ ଛାତିରେ ଗୁଳି ବାଜିଛି। ୧୦ ଲକ୍ଷରୁ ଅଧିକ ଟଙ୍କାର ସୁନା ଗହଣା ଲୁଟି ନେଇଥିବା ଅଭିଯୋଗ ହୋଇଛି। ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଛାନଭିନ୍ ଜାରି ରଖିଛି।

Hot this week

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

ଏଏନଏମ୍‌ ପ୍ରଶ୍ନ ପତ୍ର ଲିକ୍‌ ପରେ ପରୀକ୍ଷା ବାତିଲ

ମାଲକାନଗିରି: ମାଲକାନଗିରି ଜିଲାରେ ଏଏନଏମ୍‌ ପରୀକ୍ଷା ପ୍ରଶ୍ନ ପତ୍ର ଲିକ୍ ହେବା...

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ସମାଜ ଡିଜିଟାଲ ଡେସ୍କ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ...

ବିଶ୍ୱବିଦ୍ୟାଳୟରେ ଖାଲି ପଡିଛି ଏତିକି ପଦବୀ

ଭୁବନେଶ୍ୱର: ରାଜ୍ୟରେ ବିଶ୍ୱବିଦ୍ୟାଳୟ ଗୁଡିକରେ ଖାଲି ପଡିଛି ପ୍ରଧ୍ୟାପକ ପଦବୀ ।...

Related Articles

Popular Categories