www.samajalive.in
Saturday, December 13, 2025
26.1 C
Bhubaneswar

ଭିଜିଲାନ୍ସ ଜାଲରେ ଥାନା ବାବୁ

ସମାଜ ଡିଜିଟାଲ ଡେସ୍କ: ଭିଜିଲାନ୍ସ ଜାଲରେ ତିଗିରିଆ ଥାନା ଏଏସଆଇ ପ୍ରଦୀପ ବେହେରା । ୫ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ପ୍ରଦୀପଙ୍କୁ ଧରିଛି ଭିଜିଲାନ୍ସ ଟିମ୍‍ । ସୂଚନା ଅନୁସାରେ ଏକ ମାମଲାର ରଫାଦଫା କରିବା ପାଇଁ ପ୍ରଦୀପ ଲାଞ୍ଚ ନେଉଥିଲେ । ଖବର ପାଇ ଭିଜିଲାନ୍ସ ଏହି ସମୟରେ ତାଙ୍କୁ ମାଡିବସିଥିଲା ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories