www.samajalive.in
Sunday, December 14, 2025
14.1 C
Bhubaneswar

ରଥଯାତ୍ରା ପାଇଁ ମିଳିବ ସରକାରୀ ସହାୟତା

ସମାଜ ଡିଜିଟାଲ ଡେସ୍କ: ଚଳିତ ଥର ରଥଯାତ୍ରା ପାଇଁ ସରକାରୀ ସହାୟତା । ରାଜ୍ୟର ବିଭିନ୍ନ ସ୍ଥାନରେ ରଥ ନିର୍ମାଣ ଓ ରଥଯାତ୍ରା ପାଇଁ ଆର୍ଥିକ ସହାୟତା କରିବ ରାଜ୍ୟ ଆଇନ ବିଭାଗ । ଏନେଇ ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଦେବୋତ୍ତର ଆୟୋଗ ଅଧୀନରେ ଥିବା ଜଗନ୍ନାଥ ମନ୍ଦିରକୁ ଏହି ସହାୟତା ମିଳିବ । ସହାୟତା ପାଇଁ ଅନେକ ଆବେଦନ ଆସିଥିବା ବେଳେ ତାହାକୁ ନେଇ ବିଚାର କରାଯାଉଛି । ଯେଉଁମାନେ ଆବେଦନ କରିନାହିଁନ୍ତି ସେମାନଙ୍କ ପାଇଁ ମଧ୍ୟ ବିଚାର କରାଯିବ ବୋଲି ମନ୍ତ୍ରୀ କହିଛନ୍ତି ।

Hot this week

ନୂଆ ବର୍ଷରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ବର : ରାଜ୍ୟର ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ...

ଗମ୍ଭୀରଙ୍କ ଯୋଜନାକୁ ତିଳକଙ୍କ ସମର୍ଥନ

ଧର୍ମଶାଳା: ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀର ଟ୍ବେଣ୍ଟି୨୦ କ୍ରିକେଟ୍‌ରେ ଭାରତୀୟ ବ୍ୟାଟିଂ...

ଜିଲାପାଳଙ୍କୁ ମୁଣ୍ଡିଆ ମାରି ଧାନ କିଣିବାକୁ ଗୁହାରି

ପଦ୍ମପୁର : ଧାନକିଣାରେ ବ୍ୟାପକ ଅବ୍ୟବସ୍ଥା ପଦ୍ମପୁର ଉପଖଣ୍ଡ ଚାଷୀଙ୍କ ଅସନ୍ତୋଷର...

ସାପ୍ତାହିକ ରାଶିଫଳ: ଏହି ଦୁଇ ରାଶି ସତର୍କ ରୁହନ୍ତୁ

ମେଷ: ରବିବାର ଓ ସୋମବାର କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ। ନୂତନ କାର୍ଯ୍ୟ ପାଇଁ...

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

Related Articles

Popular Categories