www.samajalive.in
Friday, December 5, 2025
20.1 C
Bhubaneswar

ସୀମାପାର ଆତଙ୍କବାଦ ବିରୁଦ୍ଧରେ ଭାରତର ପଦକ୍ଷେପକୁ ଆମେରିକାର ସମର୍ଥନ

ନୂଆଦିଲ୍ଲୀ: ସୀମାପାର ଆତଙ୍କବାଦ ବିରୁଦ୍ଧରେ ଭାରତର ପଦକ୍ଷେପକୁ ଆମେରିକାର ଜାତୀୟ ନିରାପତ୍ତା ଉପଦେଷ୍ଟା ଜନ ବୋଲଟନ ସମର୍ଥନ ଜଣାଇଛନ୍ତି। ଜାତୀୟ ନିରାପତ୍ତା ଉପଦେଷ୍ଟା ଅଜିତ ଡୋବାଲ ଆମେରିକା ଜାତୀୟ ନିରାପତ୍ତା ଉପଦେଷ୍ଟା ଜନ ବୋଲଟନଙ୍କ ସହ ଟେଲିଫୋନ୍‍ରେ କଥାବାର୍ତ୍ତା କରିଛନ୍ତି। ପୁଲୁୱାମା ସନ୍ତ୍ରାସବାଦୀ ଆକ୍ରମଣ ପାଇଁ ଯେଉଁମାନେ ଦାୟୀ ସେମାନଙ୍କୁ ଦଣ୍ଡିତ କରିବାକୁ ଶ୍ରୀ ବୋଲଟନ କହିଛନ୍ତି। ଆମେରିକାର ଏହି ସମର୍ଥନକୁ ଶ୍ରୀ ଡୋବାଲ ସ୍ୱାଗତ ଜଣାଇଛନ୍ତି। ପାକିସ୍ତାନରେ ଜୈସେ ମହମ୍ମଦ ଓ ଅନ୍ୟ ଆତଙ୍କବାଦୀ ସଂଗଠନଗୁଡ଼ିକ ଯେଭଳି ନିର୍ଭୟରେ ରହିଛନ୍ତି ତାହାର ଅବସାନ ଘଟାଇବାକୁ କାର୍ଯ୍ୟ କରିବାଲାଗି ଶ୍ରୀ ଡୋବାଲ ଓ ଶ୍ରୀ ବୋଲଟନ ସଂକଳ୍ପବଦ୍ଧ ହୋଇଛନ୍ତି।

Hot this week

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

Related Articles

Popular Categories