www.samajalive.in
Sunday, December 14, 2025
26.1 C
Bhubaneswar

୪ ମାଓବାଦୀ ନିପାତ

ସମାଜ ଡିଜିଟାଲ ଡେସ୍କ: ସୁରକ୍ଷା ବାହିନୀଙ୍କ ଗୁଳିରେ ଟଳିଲେ ୪ କୁଖ୍ୟାତ ମାଓବାଦୀ। ମହାରାଷ୍ଟ୍ର ପୁଲିସ ଓ କେନ୍ଦ୍ରୀୟ ସୁରକ୍ଷା ବଳ(ସିଆରପିଏଫ)ର ମାଓ ବିରୋଧୀ ଅଭିଯାନରେ ମିଳିଛି ଏହି ବଡ଼ ସଫଳତା। ମହାରାଷ୍ଟ୍ର-ଛତିଶଗଡ଼ର ସୀମାନ୍ତ ଗଡ଼ଚିରୋଲି ଥାନା ଅଧୀନ ଏକ ଜଙ୍ଗଲରେ ଶୁକ୍ରବାର ସୁରକ୍ଷା ବାହିନୀ ଏବଂ ମାଓମାଦୀଙ୍କ ମଧ୍ୟରେ ଗୁଳିବିନିମୟ ଘଟିଛି। ଏଥିରେ ସୁରକ୍ଷା ବାହିନୀଙ୍କ ଗୁଳିରେ ୪ ଜଣ କୁଖ୍ୟାତ ମାଓବାଦୀ ନିପାତ ହୋଇଥିବା ଜଣାପଡ଼ିଛି। ଏଥିସହ ବିପୁଳ ମାଓ ସାମଗ୍ରୀ ଜବତ ହୋଇଛି। ବିଶ୍ଵସ୍ତ ସୂତ୍ରରୁ ଖବର ପାଇ ତଲାସୀ ଅଭିଯାନ ଚଳାଇଥିଲେ ପୁଲିସ ଓ ସିଆରପିଏଫ ଯବାନ।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories