www.samajalive.in
Saturday, December 13, 2025
26.1 C
Bhubaneswar

ଅଦିନିଆ ରଥଯାତ୍ରାକୁ ବିରୋଧ, ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ସୁଦର୍ଶନ ପଟ୍ଟନାୟକ

ସମାଜ ଡିଜିଟାଲ ଡେସ୍କ: ଅଦିନିଆ ରଥଯାତ୍ରକୁ ବିରୋଧ କରିଛନ୍ତି ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ତଥା ପୂର୍ବତନ ପରିଚାଳନା କମିଟି ସଦସ୍ୟ ସୁଦର୍ଶନ ପଟ୍ଟନାୟକ। ଏ ନେଇ ସେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଛନ୍ତି। ଇସ୍କନ ପକ୍ଷରୁ ଯେଉଁଭଳି ଭାବେ ଅନ୍ୟ ଦିନରେ ରଥଯାତ୍ରା ଆୟୋଜନ କରାଯାଉଛି ତା’ ଉପରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ନେବାକୁ ସୁଦର୍ଶନ ଅନୁରୋଧ କରିଛନ୍ତି। ଏହାକୁ କିପରି ବନ୍ଦ କରାଯିବ ସେଥିପାଇଁ ଗୁରୁତ୍ଵ ଦେବାକୁ ସେ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିଛନ୍ତି।

ଏହା ସହିତ ଦୀଘାରେ ଜଗନ୍ନାଥ ଧାମ ନାମକୁ ପରିବର୍ତ୍ତନ ଦିଗରେ ସରକାର ଆଉ କିଛି ପଦକ୍ଷେପ ନିଅନ୍ତୁ ବୋଲି ସୁଦର୍ଶନ ଦାବି କରିଛନ୍ତି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories