www.samajalive.in
Friday, December 5, 2025
20.1 C
Bhubaneswar

ଗାଁ ଅଭିମୁଖେ ସହିଦ ଯବାନ ପାର୍ଥିବ ଶରୀର

ଭୁୁବନେଶ୍ୱର : ପୁଲୱାମା ଆତଙ୍କବାଦୀ ଆକ୍ରମଣକୁ ନେଇ ଏବେ ସାରା ଦେଶରେ ଶୋକାକୂଳ ପରିବେଶ ସୃଷ୍ଟି ହୋଇଛି। ସହିଦଙ୍କୁ ଶେଷ ସଲାମ ଦେବାକୁ ସମସ୍ତେ ଆଗେଇ ଆସିଛନ୍ତି। ଦୁଇ ଓଡିଆ ବୀର ସହିଦ ଯବାନ ପ୍ରସନ୍ନ କୁମାର ସାହୁ ଓ ମନୋଜ କୁମାର ବେହେରାଙ୍କୁ ଭୁବନେଶ୍ୱର ବିମାନବନ୍ଦରରେ ଶ୍ରଦ୍ଧାଞ୍ଜଳି ଅର୍ପଣ ପରେ ସେମାନଙ୍କ ଗାଁ ଅଭିମୁଖେ ପାର୍ଥିବ ଶରୀରର ଶୋଭାଯାତ୍ରା ବାହାରିଛି।

ସହିଦ ଯବାନ ପ୍ରସନ୍ନ କୁମାର ସାହୁଙ୍କ ପାର୍ଥିବ ଶରୀର ଜଗତସିଂହପୁର ଜିଲ୍ଲା ନାଉଗାଁର ପାରିଶିଖର ଅଭିମୁଖେ ଯାତ୍ରା କରିଛି। ସେହିପରି ସହିଦ ଯବାନ ମନୋଜ କୁମାର ବେହେରାଙ୍କ ପାର୍ଥିବ ଶରୀର କଟକ  ଜିଲ୍ଲା ନିଆଳିର ରତନପୁର ଅଭିମୁଖେ ଯାତ୍ରା କରିଛି। ଦୁଇ କେନ୍ଦ୍ର ମନ୍ତ୍ରୀ ଜୁଏଲ  ଓରାମ, ଧର୍ମେନ୍ଦ୍ର ପ୍ରଧାନ ଓ ସ୍ବାସ୍ଥ୍ୟ ମନ୍ତ୍ରୀ ପ୍ରତାପ ଜେନା ସହିଦଙ୍କ ପାର୍ଥିବ ଶରୀର ସହିତ ସେମାନଙ୍କ ଗାଁକୁ ଯାଇଛନ୍ତି।

Hot this week

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

Related Articles

Popular Categories