www.samajalive.in
Sunday, December 14, 2025
14.1 C
Bhubaneswar

ସୁନ୍ଦରଗଡ ଖଣି ଦୁର୍ନୀତିର ହେବ ଭିଜିଲାନ୍ସ ତଦନ୍ତ

ସମାଜ ଡିଜିଟାଲ ଡେସ୍କ: ସୁନ୍ଦରଗଡ ଖଣି ଚୋରି ଘଟଣାରେ ହେବ ଭିଜିଲାନ୍ସ ତଦନ୍ତ । ଏନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ କଡା ନିର୍ଦେଶ ପରେ ଆଜି ପ୍ରତିକ୍ରିୟା ରଖିଛନ୍ତି ମନ୍ତ୍ରୀ ବିଭୂତି ଜେନା । ମନ୍ତ୍ରୀ କହିଛନ୍ତି ଖଣି ମାଫିଆଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ । ଭିଜିଲାନ୍ସ ଏସଆଇଟି ଗଠନ କରି ଖଣି ଚୋରିର ତଦନ୍ତ ହେବ । ସୁନ୍ଦରଗଡ ହେମଗିରିରୁ ୨୨ଟି ଖଣିରୁ ପ୍ରାୟ ୯୮୪୩ ମେଟ୍ରିକ୍‍ ଟନ୍‍ ଖଣି ଉତ୍ତୋଳନ ହୋଇଛି । ୨ କୋଟିରୁ ଅଧିକ ଟଙ୍କାର ଖଣି ଚୋରି ହୋଇଛି । ଖଣି ମାଫିଆଙ୍କ ବିରୋଧରେ ଶୂନ୍ୟ ସହନଶୀଳତା ନୀତି ରହିବ ବୋଲି ରାଜ୍ୟ ସରକାର ସ୍ପଷ୍ଟ କରିଛନ୍ତି ।

Hot this week

ନୂଆ ବର୍ଷରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ବର : ରାଜ୍ୟର ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ...

ଗମ୍ଭୀରଙ୍କ ଯୋଜନାକୁ ତିଳକଙ୍କ ସମର୍ଥନ

ଧର୍ମଶାଳା: ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀର ଟ୍ବେଣ୍ଟି୨୦ କ୍ରିକେଟ୍‌ରେ ଭାରତୀୟ ବ୍ୟାଟିଂ...

ଜିଲାପାଳଙ୍କୁ ମୁଣ୍ଡିଆ ମାରି ଧାନ କିଣିବାକୁ ଗୁହାରି

ପଦ୍ମପୁର : ଧାନକିଣାରେ ବ୍ୟାପକ ଅବ୍ୟବସ୍ଥା ପଦ୍ମପୁର ଉପଖଣ୍ଡ ଚାଷୀଙ୍କ ଅସନ୍ତୋଷର...

ସାପ୍ତାହିକ ରାଶିଫଳ: ଏହି ଦୁଇ ରାଶି ସତର୍କ ରୁହନ୍ତୁ

ମେଷ: ରବିବାର ଓ ସୋମବାର କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ। ନୂତନ କାର୍ଯ୍ୟ ପାଇଁ...

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

Related Articles

Popular Categories