www.samajalive.in
Saturday, December 13, 2025
18.1 C
Bhubaneswar

ଇଂଲଣ୍ଡ ଗସ୍ତ ପାଇଁ ଭାରତୀୟ ଟିମ୍‌ ; ଶୁବମନ୍‌ ଗିଲ୍‌ ନୂଆ ଟେଷ୍ଟ ଟିମ୍‌ ଅଧିନାୟକ

ନୂଆଦିଲ୍ଲୀ : ଇଂଲଣ୍ଡ ଗସ୍ତ ପାଇଁ ମେ’ ୨୪ ଅର୍ଥାତ୍‌ ଶନିବାର ଘୋଷଣା ହୋଇଛି ଭାରତୀୟ ଟିମ୍‌ । ଦଳ ଘୋଷଣା ପୂର୍ବରୁ ବିସିସିଆଇର ଅଧିକାରୀଙ୍କ ଏକ ବୈଠକ କରାଯାଇଛି ।
ଇଂଲଣ୍ଡ ଗସ୍ତ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ଶୁବମନ ଗିଲ୍‌ଙ୍କୁ ନୂତନ ଟେଷ୍ଟ ଅଧିନାୟକ ଭାବରେ ମନୋନୀତ କରାଯାଇଛି। ରିଷଭ ପନ୍ତ ଟେଷ୍ଟରେ ନୂତନ ଉପ-ଅଧିନାୟକ ହୋଇଛନ୍ତି। ୧୮ ଜଣିଆ ଟେଷ୍ଟ ଟିମ୍‌ ଘୋଷଣା କରିଛି ବିସିସିଆଇ । ଜୟସ୍ୱାଲ, କେ.ଏଲ୍‌ ରାହୁଲ, ସାଇ ସୁଦର୍ଶନ, ଅଭିମନ୍ୟୁ ଇଶ୍ୱରନ୍‌, କରୁଣ ନାୟର, ନୀତିଶ ରେଡ୍ଡୀ, ରବୀନ୍ଦ୍ର ଜାଡେଜା, ଧ୍ରୁବ ଜୁରେଲ, ୱାଶିଂଟନ ସୁନ୍ଦର, ଶାର୍ଦ୍ଦୁଳ ଠାକୁର, ଯଶପ୍ରୀତ ବୁମରା, ମହମ୍ମଦ ସିରାଜ, ପ୍ରସିଦ୍ଧ କ୍ରିଷ୍ଣା, ଆକାଶଦୀପ, ଅର୍ଶଦୀପ ସିଂହ, କୁଲଦୀପ ଯାଦବ । ବାଦ୍‌ ପଡିଲେ ସର୍ଫରାଜ, ହର୍ଷିତ ରାଣା । ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ଦଳକୁ ଫେରିଲେ କରୁଣ ନାୟର ।

ଜୁନ୍‌ରେ ଗ୍ରହଙ୍କ ବଡ ସଂଯୋଗ: ଏହି ରାଶିଙ୍କ ଖୋଲିବ ବନ୍ଦ ଭାଗ୍ୟର ତାଲା, ହେବେ ମାଲାମାଲ୍‌, କିଣିବେ ଘର, ଗାଡି..

ଗ୍ରାହକଙ୍କ ପାଇଁ ଖୁସି ଖବର ଆଣିଲା ବିଏସଏନଏଲ୍‌ : ମାତ୍ର ଏତିକି ଟଙ୍କାରେ ମିଳିବ ଡାଟା ସହ ସବୁ ସୁବିଧା..

- Advertisement -

କେବେ ଦେଖିନଥିବେ ସାପ-ମୂଷାର ଏମିତି ଭିଡିଓ, ଜାଣନ୍ତୁ କିଏ ଜିତିଲା..

 

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories