www.samajalive.in
Saturday, December 13, 2025
21.1 C
Bhubaneswar

ଟ୍ରକ୍ ଚାପାରେ ଜଣେ ମୃତ

ଭବାନୀପାଟଣା: ଜୁନାଗଡ଼ ଥାନା ବଳଦିଆମାଳ ଛକରେ ଆଜି ସକାଳେ ଏକ ଟ୍ରକ୍ ଚାପାରେ ଜଣେ ସାଇକେଲ ଆରୋହୀଙ୍କ ମୃତ୍ୟୁ ଘଟିଛି। ମୃତକ ବଳଦିଆମାଲ ଗାଁର କଳ୍ପେଶ୍ୱର ମେହେର (୭୦) ବୋଲି ଜଣାପଡିଛି। ଜୟପୁର ପଟକୁ ଯାଉଥିବା ଏହି ମାଲ ବୋଝେଇ ଟ୍ରକର ପଛ ଚକରେ ସାଇକେଲ ଆରୋହୀ ଚାପି ହେଇ ଯାଇଥିବା କୁହାଯାଉଛି। ଖବର ପାଇ ଜୁନାଗଡ଼ ପୁଲିସ ଘଟଣାସ୍ଥଳରେ ପହଂଚି ମୃତଦେହ ସହିତ ଟ୍ରକଟିକୁ ଜବତ କରି ତଦନ୍ତ କରୁଛି। ଶବ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି।

କେବେ ଦେଖିନଥିବେ ସାପ-ମୂଷାର ଏମିତି ଭିଡିଓ, ଜାଣନ୍ତୁ କିଏ ଜିତିଲା..

ଇଂଲଣ୍ଡ ଗସ୍ତ ପାଇଁ ଭାରତୀୟ ଟିମ୍‌ ; ଶୁବମନ୍‌ ଗିଲ୍‌ ନୂଆ ଟେଷ୍ଟ ଟିମ୍‌ ଅଧିନାୟକ

- Advertisement -

Hot this week

ସମ୍ମାନର ସହିତ ମୃତ୍ୟୁର ଅଧିକାର! -ଇଚ୍ଛାମୃତ୍ୟୁ ପାଇଁ ସୁପ୍ରିମକୋର୍ଟରେ ଆବେଦନ

ନୂଆଦିଲ୍ଲୀ - ଗାଜିଆବାଦର ବାସିନ୍ଦା ଅଶୋକ ରାଣା ଏବଂ ନିର୍ମଳା ରାଣା...

ନିଜର ବର୍ଦ୍ଧିତ ଦରମା ନେବେନି ନବୀନ, ଓଡ଼ିଶାବାସୀଙ୍କୁ ଦାନ କରିବେ ନେଇ ଘୋଷଣା କଲେ

ସମାଜ ନ୍ୟୁଜ- ରାଜ୍ୟ ସରକାରଙ୍କ ବିଧାୟକଙ୍କ ଦରମା ବୃଦ୍ଧିକୁ ନେଇ ବଢ଼ୁଛି...

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

Related Articles

Popular Categories