www.samajalive.in
Sunday, December 14, 2025
19.1 C
Bhubaneswar

ଅପରାହ୍ଣ ୪ଟା ମୁଖ୍ୟ ଖବର

ଭୁବନେଶ୍ୱର : କେରଳ ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ,ସ୍ୱାଭାବିକ ତାରିଖର ୮ ଦିନ ପୂର୍ବରୁ ମୌସୁମୀ ବାୟୁ କେରଳ ଛୁଇଁଛି, ଗତ ୧୬ ବର୍ଷ ମଧ୍ୟରେ ଏହି ବର୍ଷ ମୌସୁମୀ କେରଳରେ ସବୁଠାରୁ ଶୀଘ୍ର ପହଞ୍ଚିଛି..

ନୂଆଦିଲ୍ଲୀ : ଇଂଲଣ୍ଡ ଗସ୍ତ ପାଇଁ ଘୋଷଣା ହେଲା ଭାରତୀୟ ଟିମ୍‌, ଶୁବମନ୍‌ ଗିଲ୍‌ ନୂଆ ଟେଷ୍ଟ ଟିମ୍‌ ଅଧିନାୟକ, ଇଂଲଣ୍ଡ ଗସ୍ତ ପାଇଁ ମେ’ ୨୪ ଅର୍ଥାତ୍‌ ଶନିବାର ଘୋଷଣା ହୋଇଛି ଭାରତୀୟ ଟିମ୍‌, ଦଳ ଘୋଷଣା ପୂର୍ବରୁ ବିସିସିଆଇର ଅଧିକାରୀଙ୍କ ଏକ ବୈଠକ କରାଯାଇଛି,ରିଷଭ ପନ୍ତ ଟେଷ୍ଟରେ ନୂତନ ଉପ-ଅଧିନାୟକ ହୋଇଛନ୍ତି। ୧୮ ଜଣିଆ ଟେଷ୍ଟ ଟିମ୍‌ ଘୋଷଣା କରିଛି ବିସିସିଆଇ..

- Advertisement -

ଆସନ୍ତା ୨୮ ତାରିଖରେ କୋଭିଡ୍‌ ସମୀକ୍ଷା ବୈଠକ ଅନୁଷ୍ଠିତ ହେବ, କେନ୍ଦ୍ର ସ୍ୱାସ୍ଥ୍ୟ ସଚିବଙ୍କ ଅଧ୍ୟକ୍ଷତାରେ ସମୀକ୍ଷା ବୈଠକ ବସିବ, ଏହି ବୈଠକରେ ସମସ୍ତ ରାଜ୍ୟ ସହ କେନ୍ଦ୍ର ସ୍ୱାସ୍ଥ୍ୟ ସଚିବ ଆଲୋଚନା କରିବେ..

ଜୁନ୍‌ରେ ଗ୍ରହଙ୍କ ବଡ ସଂଯୋଗ: ଏହି ରାଶିଙ୍କ ଖୋଲିବ ବନ୍ଦ ଭାଗ୍ୟର ତାଲା, ହେବେ ମାଲାମାଲ୍‌, କିଣିବେ ଘର, ଗାଡି..

୫୪ବର୍ଷ ବୟସରେ ବଲିଉଡ ଅଭିନେତା ମୁକୁଲ ଦେବଙ୍କ ଦେହାନ୍ତ
ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ନେଇ ସୂଚନା
ଗତ କିଛି ଦିନ ହେବ ଅସୁସ୍ଥ ହୋଇ ଆଇସିୟୁରେ ଚିକିତ୍ସାଧୀନ ଥିଲେ..

ଶିକାରୀ ଗୁଳିରେ ଇନଚାର୍ଜ ଫରେଷ୍ଟରଙ୍କ ମୃତ୍ୟୁରେ ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ , ୩୦ଲକ୍ଷ ଅନୁକମ୍ପା ରାଶି ପ୍ରଦାନ, ଅନୁଗୁଳ ଜିଲ୍ଲା ହିନ୍ଦୋଳ ରେଞ୍ଜ କଇ ରିଜର୍ଭ ଫରେଷ୍ଟ ତଣ୍ଟିଚିରା ନିକଟରେ ଏଭଳି ଅଭାବନୀୟ ଘଟଣା ଘଟିଛି, ଗତକାଲି ରାତିରେ ପାଟ୍ରୋଲିଂ ସମୟରେ ଶିକାରୀଙ୍କ ଗୁଳିରେ ଜଣେ ଫରେଷ୍ଟ ଗାର୍ଡ ମୃତ୍ୟୁବରଣ କରିଛନ୍ତି..

ଆଉ ମଞ୍ଚରେ ଦିଶିବେନି ନମିତା, ଓଡିଶା ଯାତ୍ରା ଜଗତର ଜଣାଶୁଣା ଅଭିନେତ୍ରୀ ନମିତା ଯାତ୍ରା ଛାଡିବା ନେଇ ଚର୍ଚ୍ଚା ହେଉଛି..

ଇଂଲଣ୍ଡ ଗସ୍ତ ପାଇଁ ଭାରତୀୟ ଟିମ୍‌ ; ଶୁବମନ୍‌ ଗିଲ୍‌ ନୂଆ ଟେଷ୍ଟ ଟିମ୍‌ ଅଧିନାୟକ

Hot this week

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

Related Articles

Popular Categories