www.samajalive.in
Monday, December 8, 2025
27.1 C
Bhubaneswar

ସାମ୍ବାଦିକଙ୍କୁ ମାଡ଼, ୨ ଗିରଫ

ବଲାଙ୍ଗିର: ହାତଗୋଡ଼ ବାନ୍ଧି ସାମ୍ବାଦିକଙ୍କୁ ମାଡ଼ ମାରିବା ଘଟଣାରେ ପୁଲିସ ୨ଜଣଙ୍କୁ ଗିରଫ କରିଛି। ବଲାଙ୍ଗିର ପୁଲିସ ଭୋର ସମୟରେ ୨ଜଣଙ୍କୁ ଗିରଫ କରିିଛି। ଆକ୍ରମଣକାରୀ ଅବିନାଶ ଦଳାଇ ଓ ଆଦିତ୍ୟ ଜେନାଙ୍କୁ ଗିରଫ କରାଯାଇଛି ବୋଲି ବଲାଙ୍ଗିର ପୁଲିସ ସୂଚନା ଦେଇଛି। ମାଷ୍ଟରମାଇଣ୍ଡ ଠିକାଦାର ଗଜେନ୍ଦ୍ର ଦଳାଇ ଏବେ ବି ଫେରାର ଥିବା ଜଣାପଡ଼ିଛି।

ପଇଁତଳା କୁଲଥିପାଲି ଗାଁରେ ସାମ୍ବାଦିକ ବିଜୟ ପ୍ରଧାନଙ୍କୁ ଆକ୍ରମଣ ହୋଇଥିଲା। ଖବର ସଂଗ୍ରହବେଳେ ହାତଗୋଡ଼ ବାନ୍ଧି ଅଭିଯୁକ୍ତମାନେ ତାଙ୍କୁ ମରଣାନ୍ତକ ଆକ୍ରମଣ କରିଥିଲେ।

Hot this week

ପଲିଥିନ୍‌ କାରଖାନାରେ ନିଆଁ

କଟକ: ଆଜି କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗୁଜରପୁରଠାରେ ଥିବା...

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ମରାମତି ଖର୍ଚ୍ଚ ୫୦ ଲକ୍ଷ ଟଙ୍କା

ଭୁବନେଶ୍ଵର : ଆଜି ବିଧାନସଭାର ଶୀତ ଅଧିବେଶନର ଦଶମ ଦିନ। ଗୃହ...

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

ପୀଡିତାଙ୍କ ମୃତ୍ୟୁ ପରେ ସହାୟତା ଦାବିରେ ପରିବାର ସଦସ୍ୟଙ୍କ ଧାରଣା

ରାଉରକେଲା: ଜୀବନ ଯୁଦ୍ଧରେ ହାରିଗଲେ ରାଉରକେଲାର ପୀଡିତା । ସୁନ୍ଦରଗଡ ଜିଲା...

Related Articles

Popular Categories