www.samajalive.in
Saturday, December 6, 2025
17.1 C
Bhubaneswar

ଆଶ୍ୱସ୍ତି ; କମିଲା ସୁନା , ୨ ହଜାର କମିଲା ଦାମ୍‌!

ଭୁବନେଶ୍ୱର : ସାମାନ୍ୟ ଆଶ୍ୱସ୍ତି । କମିଲା ସୁନା ଦର । ମେ’ ୨୬ ଅର୍ଥାତ୍‌ ସୋମବାର ହ୍ରାସ ପାଇଛି ସୁନା ଦାମ୍‌ ।

୨୪ କ୍ୟାରେଟ୍‌ ସୁନା ଦାମ୍‌ ୧୦ ଗ୍ରାମ୍‌କୁ ୯୭,୬୪୦ ଟଙ୍କା ରହିଛି । ଗତକାଲି ଏହା ୯୮,୦୮୦ ଟଙ୍କା ଥିଲା । ଏଥିରେ ୪୪୦ ଟଙ୍କା ହ୍ରାସ ହୋଇଛି ।

- Advertisement -

୨୨ କ୍ୟାରେଟ୍‌ ସୁନା ଦାମ୍‌ ୧୦ ଗ୍ରାମ୍‌କୁ ୮୯,୫୦୦ ରହିଛି । ଗତକାଲି ଏହା ୮୯,୯୦୦ ଥିଲା । ଏଥିରେ ୪୦୦ ଟଙ୍କା ହ୍ରାସ ହୋଇଛି ।

୧୮ କ୍ୟାରେଟ୍‌ ସୁନା ଦାମ୍‌ ୧୦ ଗ୍ରାମ୍‌କୁ ୭୩,୨୩୦ ଟଙ୍କା ରହିଛି । ଗତକାଲି ଏହା ୭୩, ୫୬୦ ଟଙ୍କା ଥିଲା । ଏଥିରେ ୩୩୦ ଟଙ୍କା ହ୍ରାସ ହୋଇଛି ।

ରୁପା ଦାମ୍‌ ବୃଦ୍ଧି ପାଇଛି । ୧୦୦ ଗ୍ରାମ୍‌ ରୁପା ଦାମ୍‌ ୧୧,୧୦୦ ରହିଛି । ଗତକାଲି ୧୧,୦୯୦ ଟଙ୍କା ଥିଲା । ଏଥିରେ ୧୦ ଟଙ୍କା ବୃଦ୍ଧି ପାଇଛି ।

ଏପ୍ରିଲ ୨୨ରେ ସୁନା ଦାମ୍‌ ସମସ୍ତ ରେକର୍ଡ ଭାଙ୍ଗି ୧ ଲକ୍ଷ ଟଙ୍କା ଅତିକ୍ରମ କରିଥିଲା । ବର୍ତ୍ତମାନ ପର୍ଯ୍ୟନ୍ତ ୨ ହଜାର ଟଙ୍କା ଦାମ୍‌ କମିଛି ।

https://samajalive.in/zodiac-sign-in-june-4/660447.html

Hot this week

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

Related Articles

Popular Categories