www.samajalive.in
Friday, December 12, 2025
16.1 C
Bhubaneswar

ମସ୍କୋ ନିରାପତ୍ତା ବୈଠକରୁ ଓହରିଲେ ଡୋଭାଲ

ସମାଜ ଡିଜିଟାଲ ଡେସ୍କ: ରୁଷର ରାଜଧାନୀ ମସ୍କୋଠାରେ ମଙ୍ଗଳବାରଠାରୁ ଆରମ୍ଭ ହେବାକୁ ଥିବା ନିରାପତ୍ତା ସଂକ୍ରାନ୍ତ ତ୍ରୟୋଦଶ ଅନ୍ତର୍ଜାତୀୟ ଉଚ୍ଚ ପ୍ରତିନିଧିମାନଙ୍କ ବୈଠକ ଆରମ୍ଭ ହେବ। ଏଥିରେ ଭାରତର ଜାତୀୟ ସୁରକ୍ଷା ପରାମର୍ଶଦାତା (ଏନଏସଏ) ଅଜିତ ଡୋଭାଲ ଯୋଗଦେବାର ଥିଲା। କିନ୍ତୁ ଅସୁସ୍ଥତା କାରଣରୁ ସେ ଏହି ବୈଠକରେ ଯୋଗଦେବେ ନାହିଁ ବୋଲି ସୋମବାର ସୂଚନା ମିଳିଛି।

୨୯ ତାରିଖରେ ଶେଷ ହେବାକୁ ଥିବା ଏହି ବୈଠକକୁ ଏଥର ରୁଷ ଆୟୋଜନ କରୁଛି। ଡୋଭାଲ ସୁସ୍ଥ ହେବା ପରେ ଖୁବଶୀଘ୍ର ରୁଷ ଗସ୍ତରେ ଯିବେ ବୋଲି ସୂଚନା ମିଳିଛି। ଏହି ଅବସରରେ ସେ ନିରାପତ୍ତା ପ୍ରସଙ୍ଗରେ ରୁଷ ସହିତ ଦ୍ଵିପାକ୍ଷିକ ଆଲୋଚନା କରିବାର ସମ୍ଭାବନା ରହିଥିବା ପିଟିଆଇ ସୂତ୍ରରୁ ଜଣାପଡ଼ିଛି।

Hot this week

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି - ମାଲକାନଗିରି ଜିଲାରେ ଡିସେମ୍ବର ୪ ତାରିଖରେ ଏକ ମୁଣ୍ଡବିହୀନ...

ବନ୍ଧୁକ ବେପାର ବେଳେ ଦୁଇ ବେପାରୀଙ୍କୁ ମାଡି ବସିଲା ଏସ୍‌ଟିଏଫ୍‌

ଭୁବନେଶ୍ୱର - ନୂଆବର୍ଷ ପୂର୍ବରୁ ଦୁଇ ବନ୍ଧୁକ ବେପାରୀଙ୍କୁ ଗିରଫ କରିଛି...

Related Articles

Popular Categories