www.samajalive.in
Saturday, December 6, 2025
26.1 C
Bhubaneswar

ପୁଣି ବଢିଲା ସୁନା; ଜାଣନ୍ତୁ କେତେ ଅଛି ଦାମ୍‌, ପୁଣି ଟପିବ କି ଲକ୍ଷେ ଟଙ୍କା

ଭୁବନେଶ୍ୱର : କମିଥିଲା, ପୁଣି ବଢିଲା ସୁନା ଦର । ମେ’ ୨୭ ଅର୍ଥାତ୍‌ ମଙ୍ଗଳବାର ପୁଣି ବଢିଛି ସୁନା ଦାମ୍‌ ।

୨୪ କ୍ୟାରେଟ୍‌ ୧୦ ଗ୍ରାମ୍‌ ସୁନା ଦର ୯୮,୧୩୦ ଟଙ୍କା ରହିଛି । ଗତକାଲି ଏହା ୯୭,୬୪୦ ଟଙ୍କା ଥିଲା । ଏଥିରେ ୪୯୦ ଟଙ୍କା ବୃଦ୍ଧି ହୋଇଛି ।

- Advertisement -

୨୨ କ୍ୟାରେଟ୍‌ ୧୦ ଗ୍ରାମ୍‌ ସୁନା ଦର ୮୯,୯୫୦ ଟଙ୍କା ରହିଛି । ଗତକାଲି ଏହା ୮୯,୫୦୦ ଟଙ୍କା ଥିଲା । ଏଥିରେ ୪୫୦ ଟଙ୍କା ବୃଦ୍ଧି ହୋଇଛି ।

୧୮ କ୍ୟାରେଟ୍‌ ସୁନା ୧୦ ଗ୍ରାମ୍‌କୁ ୭୩,୬୦୦ ଟଙ୍କା ରହିଛି । ଗତକାଲି ଏହା ୭୩,୨୩୦ ଟଙ୍କା ଥିଲା । ଏଥିରେ ୩୭୦ ଟଙ୍କା ବୃଦ୍ଧି ହୋଇଛି ।

ରୁପା ଦାମ୍‌ରେ କୌଣସି ପରିବର୍ତ୍ତନ ହୋଇ ନାହିଁ । ୧୦୦ ଗ୍ରାମ୍‌ ରୁପା ଦାମ୍‌ ୧୧,୧୦୦ ରହିଛି । ଗତକାଲି ମଧ୍ୟ ୧୧,୧୦୦ ଥିଲା ।

https://samajalive.in/surya-budha-yuti-zodiac-sign/660686.html

Hot this week

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

ଟ୍ରମ୍ପଙ୍କୁ ମିଳିଲା ଫିଫାର ପ୍ରଥମ ଶାନ୍ତି ପୁରସ୍କାର

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ନୂତନ...

ଦୁଇ କୁଖ୍ୟାତ ଅପରାଧି କାବୁ, କାର୍ବାଇନ୍ ଜବତ

ଭୁବନେଶ୍ୱର : ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

Related Articles

Popular Categories