www.samajalive.in
Saturday, December 6, 2025
26.1 C
Bhubaneswar

କୁଖ୍ୟାତ ମାଓବାଦୀର ଆତ୍ମସମର୍ପଣ, ନାଁରେ ଥିଲା ୪ ଲକ୍ଷର ପୁରସ୍କାର

ସମାଜ ଡିଜିଟାଲ ଡେସ୍କ: ଆତ୍ମସମର୍ପଣ କଲା କୁଖ୍ୟାତ ମାଓବାଦୀ। ରାୟଗଡ଼ା ଏସ୍‌ପି ଶ୍ଵାତୀ ଏସ୍‌ କୁମାରଙ୍କ ନିକଟରେ ମଙ୍ଗଳବାର ଆତ୍ମସମର୍ପଣ କରିଛି କୁଖ୍ୟାତ ମାଓବାଦୀ ବିଜୟ ପୁନେମ୍‌। ବିଜୟ ନାଁରେ ୪ ଲକ୍ଷ ଟଙ୍କାର ପୁରସ୍କାର ରାଶି ରହିଥିଲା। ଏକାଧିକ ମାଓ କାର୍ଯ୍ୟକଳାପରେ ଲିପ୍ତ ଥିବା ବିଜୟ ନାଁରେ ବିଭିନ୍ନ ଥାନାରେ ୭ରୁ ଅଧିକ ମାମଲା ରହିଛି।

Hot this week

ବିଜେପିରେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

Related Articles

Popular Categories