www.samajalive.in
Saturday, December 6, 2025
23.1 C
Bhubaneswar

ଆତଙ୍କବାଦ ଦମନ ନେଇ ପଟେଲଙ୍କ କଥା ମାନିଥିଲେ. . .

ସମାଜ ଡିଜିଟାଲ ଡେସ୍କ: ଆତଙ୍କବାଦ ଦମନ ନେଇ ସର୍ଦ୍ଦାର ପଟେଲଙ୍କୁ ମନେ ପକାଇଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ପ୍ରଧାନମନ୍ତ୍ରୀ କହିଛନ୍ତି ୧୯୪୭ ମସିହାରେ ଦେଶ ୩ଖଣ୍ଡ ହେଲା ବେଳେ ପ୍ରଥମ ଆତଙ୍କବାଦୀ ଆକ୍ରମଣ ହୋଇଥିଲା । ସେହିଦିନ ରାତିରେ କାଶ୍ମୀରରେ ପ୍ରଥମ ଆତଙ୍କୀ ଆକ୍ରମଣ ହୋଇଥିଲା । ପାକିସ୍ତାନ ମୁଜାଦ୍ଦିନ ଆତଙ୍କବାଦୀମାନଙ୍କୁ ବ୍ୟବହାର କରି ଭାରତ ମାଟିର ଏକ ଅଂଶକୁ କବଜା କରିଥିଲା । ସର୍ଦ୍ଦାର ପଟେଲଙ୍କ ଇଚ୍ଛା ଥିଲା ଯେ ପର୍ଯ୍ୟନ୍ତ ଆମେ ପିଓକେ ନପାଇଛୁ ସେ ପର୍ଯ୍ୟନ୍ତ ଆମ ସଶସ୍ତ୍ର ବାହିନୀ ଆଗକୁ ବଢିବା ବନ୍ଦ ନକରନ୍ତୁ । ହେଲେ କେହି ତାଙ୍କ କଥା ଶୁଣିନଥିଲେ । ଗତ ୭୫ବର୍ଷ ହେଲା ଆମେ ଭୋଗୁଛୁ । ପହଲଗାଓଁ ମଧ୍ୟ ଏହି ଆତଙ୍କୀ କାର୍ଯ୍ୟର ଏକ ଉଦହରଣ । ଶରୀର ଯେତେ ସୁସ୍ଥ ଥାଉ ନା କାହିଁକି ଯଦି ଗୋଟିଏ କଣ୍ଟା ଫୁଟେ, ପୁରା ଶରୀରକୁ କଷ୍ଟ ହୁଏ । ଏବେ ଆମେ ସେହି ଆତଙ୍କବାଦର କଣ୍ଟାକୁ କାଢିକି ହିଁ ରହିବୁ । ଅନ୍ୟପଟେ ପାକିସ୍ତାନକୁ ଆମେ ଯୁଦ୍ଧରେ ତିନିଥର ପରାସ୍ତ କରି ସାରିଛୁ । ପାକିସ୍ତାନ ଭଲ ଭାବରେ ଜାଣିଛି ସେ ଯୁଦ୍ଧରେ କେବେ ହେଲେ ଜିତି ପାରିବ ନାହିଁ ବୋଲି ମୋଦୀ କହିଛନ୍ତି ।

Hot this week

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

ଚୀନ୍‌ ଗଣମାଧ୍ୟମର ଉଚ୍ଚ ପ୍ରଶଂସା

ବେଜିଂ : ରୁଷ୍‌ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ଦୁଇ ଦିନିଆ ଭାରତ...

Related Articles

Popular Categories