www.samajalive.in
Saturday, December 6, 2025
23.1 C
Bhubaneswar

୪ ରାଜ୍ୟକୁ ରେଡ୍‌ ଆଲର୍ଟ

ନୂଆଦିଲ୍ଲୀ: ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ବର୍ତ୍ତମାନ ଦକ୍ଷିଣ ଭାରତ ସମେତ ଏକାଧିକ ରାଜ୍ୟରେ ସକ୍ରିୟ ହୋଇଥିବାବେଳେ ଏହି ଅଞ୍ଚଳରେ ବର୍ଷାର ବିତ୍ପାତ ଦେଖିବାକୁ ମିଳିଛି। ଏହି ପରିପ୍ରେକ୍ଷୀରେ ଭାରତୀୟ ପାଣିପାଗ କାର୍ଯ୍ୟାଳୟ (ଆଇଏମଡି) ପକ୍ଷରୁ ମଙ୍ଗଳବାର କର୍ଣ୍ଣାଟକ, କେରଳ, ତାମିଲନାଡୁ, ମହାରାଷ୍ଟ୍ର ଏବଂ ଗୋଆକୁ ରେଡ୍‌ ଆଲର୍ଟ ଜାରି କରାଯାଇଛି। ଅପରପକ୍ଷରେ ଆଇଏମଡି ପକ୍ଷରୁ ଓଡ଼ିଶା, ହିମାଚଳ ପ୍ରଦେଶ, ପଞ୍ଜାବ, ମଧ୍ୟପ୍ରଦେଶ,  ଆନ୍ଧ୍ରପ୍ରଦେଶକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ଆଗାମୀ ଚବିଶ ଘଣ୍ଟା ମଧ୍ୟରେ ଏହି ରାଜ୍ୟ ଗୁଡିକରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଇତିମଧ୍ୟରେ ମୁମ୍ବଇ, ବେଙ୍ଗାଲୁରୁ ଭଳି ସହରରେ ବର୍ଷାର ତାଣ୍ଡବ ଦେଖିବାକୁ ମିଳିଛି।

 

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories