www.samajalive.in
Monday, December 8, 2025
27.1 C
Bhubaneswar

୬୦ହଜାର ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଆରଆଇ

ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ଧରାପଡିଛନ୍ତି ଆରଆଇ । ୬୦ହଜାର ଟଙ୍କା ଲାଞ୍ଚ ନେବାବେଳେ ଭିଜିଲାନ୍ସ ତାଙ୍କୁ ଧରିଛି । ଜମିବାଡି ବିବାଦର ବନ୍ଦୋବସ୍ତ ପାଇଁ ୬୦ହଜାର ଟଙ୍କା ଲାଞ୍ଚ ନେଉଥିଲେ ହିନ୍ଦୋଳ ତହସିଲ ଗଣ୍ଡାନାଳି ଡିଭିଜନର ଆରଆଇ ଶଶୀଭୂଷଣ ବେହେରା । ଖବର ପାଇଁ ଭିଜିଲାନ୍ସ ଟିମ୍‍ ତାଙ୍କୁ ଧରିଥିଲା । ତାଙ୍କ ସହିତ ଅନ୍ୟ ଜଣେ ବ୍ୟକ୍ତି ବିଷ୍ଣୁ ବଲ୍ଲଭ ଖଟୁଆ ମଧ୍ୟ ଭିଜିଲାନ୍ସ ହାତରେ ଧରାପଡିଛନ୍ତି ।

Hot this week

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

Related Articles

Popular Categories