www.samajalive.in
Sunday, December 7, 2025
16.1 C
Bhubaneswar

ମାଲବାହୀ ଟ୍ରେନ୍‌ର ୨୫ ୱାଗନ୍‌ ଲାଇନଚ୍ୟୁତ

କୋରାପୁଟ : ଟ୍ରାକ୍‌ରୁ ଖସିଲା ମାଲବାହୀ ଟ୍ରେନ୍‌ର ୨୫ ୱାଗନ୍‌। ବୁଧବାର ଆନ୍ଧ୍ର ଟାଇଡାରୁ ଚିମିଡିପାଲି ଭିତର ଟନେଲ୍‌ରେ ୱାଗନ୍‌ ଖସି ପଡିଛି। ମାଲବାହୀ ଟ୍ରେନ୍‌ଟି କୋରାପୁଟରୁ ବିଶାଖାପାଟଣା ଯାଉଥିଲା। ଫଳରେ କିରଣ୍ଡୁଲ- ବିଶାଖାପାଟଣା ପାସେଞ୍ଜରର ଗତିପଥ ପରିବର୍ତ୍ତନ କରାଯାଇଛି। ଖବର ପାଇ ରେଳ ବିଭାଗ ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଥିବା ବେଳେ ଉଦ୍ଧାରକାରୀ ଦଳ ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଛନ୍ତି। କିରଣ୍ଡୁଲରୁ ଲୁହାପଥର ବୋଝେଇ କରି ଟ୍ରେନ୍‌ଟି ବିଜୟୱାଡା ଯାଉଥିଲା।

୫୦୦ ବର୍ଷ ପରେ ଗ୍ରହଙ୍କ ମହାସଂଯୋଗ: ଏହି ୩ ରାଶିଙ୍କ ପାଇଁ ଆସିଗଲା ସବୁଠାରୁ ଶୁଭ ସମୟ, ଧନର ହେବ ବର୍ଷା, ହେବ ବିବାହ, କିଣିବେ ଘର,ଗାଡି..

ଗ୍ରାହକଙ୍କ ପାଇଁ ଖୁସି ଖବର ; ଜିଓ / ବିଏସଏନଏଲ, ଜାଣନ୍ତୁ କାହାର ପ୍ଲାନ୍‌ ସବୁଠାରୁ ଶସ୍ତା, ଗୋଟିଏ ରିଚାର୍ଜରେ ପରିବାରର ୪ ଜଣ ପାଇବେ ସବୁ ସୁବିଧା..

- Advertisement -

ଭିଡିଓ ଦେଖିଲେ ଭୟ ଲାଗିବ; ଜନବସତିରେ ପଶି କୁକୁରକୁ ଟାଣି ନେଲା ବାଘ, ବଞ୍ଚିଗଲେ ସିକ୍ୟୁରିଟି ଗାର୍ଡ

Hot this week

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

Related Articles

Popular Categories