www.samajalive.in
Friday, December 12, 2025
15.1 C
Bhubaneswar

ମେୟର ସୁଲୋଚନା ଦାସଙ୍କ ବିରୋଧରେ ଥାନାରେ ଏତଲା

ଡେସ୍କ: ବାଂଲାଦେଶୀ ପ୍ରବାସୀମାନଙ୍କ ଉପରେ ଦେଇଥିବା ମନ୍ତବ୍ୟ ପାଇଁ ଭୁବନେଶ୍ୱର ମେୟର ସୁଲୋଚନା ଦାସଙ୍କ ବିରୋଧରେ ଆଜି ବିଜେପି ମହିଳା ମୋର୍ଚ୍ଚାର ସଦସ୍ୟମାନେ ମହିଳା ଥାନାରେ ଏତଲା ଦାୟର କରିଛନ୍ତି। ଭୁବନେଶ୍ୱର ମେୟର ସୁଲୋଚନା ଦାସ ପୂର୍ବରୁ ବାଂଲାଦେଶୀ ପ୍ରବାସୀଙ୍କୁ ସମର୍ଥନ କଲା ଭଳି ମନ୍ତବ୍ୟ ଦେଇଥିଲେ। ସେବେଠାରି ବିଜେପି ପକ୍ଷରୁ ବିରୋଧ ପ୍ରଦର୍ଶନ କରାଯାଉଥିଲା।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories